Online Bible

- Reklamy -




1 ବଂଶାବଳୀ 5:24 - ପବିତ୍ର ବାଇବଲ

24 ସେମାନଙ୍କ ପରିବାରର ନେତାଗଣ ଥିଲେ: ଏଫର, ଯୀଶି, ଇଲୀୟେଲ, ଅସ୍ରୀୟେଲ, ଯିରିମିୟ, ହୋଦବିୟ ଓ ଯହଦୀୟେଲ, ସେହି ଲୋକମାନେ ଅତ୍ୟନ୍ତ ବଳିଷ୍ଠ ସାହସୀ ଏବଂ ବିଖ୍ୟାତ ବ୍ୟକ୍ତିଗଣ ଥିଲେ। ସେମାନେ ସେମାନଙ୍କର ପରିବାରବର୍ଗର ମୁଖ୍ୟ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ପୁଣି ଏମାନେ ଆପଣାମାନଙ୍କ ପିତୃବଂଶର ପ୍ରଧାନ ଥିଲେ, ଯଥା, ଏଫର ଓ ଯିଶି ଓ ଇଲୀୟେଲ ଓ ଅସ୍ରୀୟେଲ୍ ଓ ଯିରିମୀୟ ଓ ହୋଦବୀୟ ଓ ଯହଦୀୟେଲ୍, ଏସମସ୍ତେ ମହାବିକ୍ରମଶାଳୀ ଓ ବିଖ୍ୟାତ ଓ ଆପଣା ଆପଣା ପିତୃବଂଶର ପ୍ରଧାନ ଥିଲେ।

Viz kapitola kopírovat

ଓଡିଆ ବାଇବେଲ

24 ପୁଣି, ଏମାନେ ଆପଣାମାନଙ୍କ ପିତୃବଂଶର ପ୍ରଧାନ ଥିଲେ, ଯଥା, ଏଫର, ଈଶୀ, ଇଲୀୟେଲ୍‍, ଅସ୍ରୀୟେଲ, ଯିରିମୀୟ, ହୋଦବୀୟ ଓ ଯହଦୀୟେଲ୍‍, ଏସମସ୍ତେ ମହାବିକ୍ରମଶାଳୀ, ବିଖ୍ୟାତ ଓ ଆପଣା ଆପଣା ପିତୃବଂଶର ପ୍ରଧାନ ଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପୁଣି, ଏମାନେ ଆପଣାମାନଙ୍କ ପିତୃବଂଶର ପ୍ରଧାନ ଥିଲେ, ଯଥା, ଏଫର, ଈଶୀ, ଇଲୀୟେଲ୍‍, ଅସ୍ରୀୟେଲ, ଯିରିମୀୟ, ହୋଦବୀୟ ଓ ଯହଦୀୟେଲ୍‍, ଏସମସ୍ତେ ମହାବିକ୍ରମଶାଳୀ, ବିଖ୍ୟାତ ଓ ଆପଣା ଆପଣା ପିତୃବଂଶର ପ୍ରଧାନ ଥିଲେ।

Viz kapitola kopírovat




1 ବଂଶାବଳୀ 5:24

Následuj nás:

Reklamy


Reklamy