1 ବଂଶାବଳୀ 5:4 - ପବିତ୍ର ବାଇବଲ4 ଯୋୟେଲଙ୍କ ବଂଶଧରମାନଙ୍କର ନାମ ଏହି: ଶିମୟିୟ ଯୋୟେଲଙ୍କ ପୁତ୍ର, ଗୋଗ୍ ଶିମୟିୟଙ୍କ ପୁତ୍ର ଓ ଶିମିୟି ଗୋଗ୍ଙ୍କ ପୁତ୍ର ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଯୋୟେଲର ସନ୍ତାନଗଣ; ତାହାର ପୁତ୍ର ଶିମୟୀୟ, ତାହାର ପୁତ୍ର ଗୋଗ୍, ତାହାର ପୁତ୍ର ଶିମୀୟି; Viz kapitolaଓଡିଆ ବାଇବେଲ4 ଯୋୟେଲର ସନ୍ତାନଗଣ; ତାହାର ପୁତ୍ର ଶମୟୀୟ, ତାହାର ପୁତ୍ର ଗୋଗ୍, ତାହାର ପୁତ୍ର ଶିମୀୟି; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଯୋୟେଲର ସନ୍ତାନଗଣ; ତାହାର ପୁତ୍ର ଶମୟୀୟ, ତାହାର ପୁତ୍ର ଗୋଗ୍, ତାହାର ପୁତ୍ର ଶିମୀୟି; Viz kapitola |