1 ବଂଶାବଳୀ 5:6 - ପବିତ୍ର ବାଇବଲ6 ବେରା ବାଲ୍ଙ୍କ ପୁତ୍ର ଥିଲେ। ଅଶୂର ରାଜା ତିଗ୍ଲତ୍ ପିଲ୍ନେଷର ବେରାଙ୍କୁ ତାଙ୍କର ଗୃହରୁ ନିର୍ବାସିତ କରି ନେଇ ଗଲେ। ତେଣୁ ବେରା ଅଶୂର ରାଜାଙ୍କର ବନ୍ଦୀରୂପେ ରହିଲେ। ବେରା ରୁବେନଙ୍କ ଗୋଷ୍ଠୀୟର ମୁଖ୍ୟ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତାହାର ପୁତ୍ର ବେରା, ଏହାକୁ ଅଶୂର-ରାଜା ତିଗ୍ଲତ୍-ପିଲେଷର ବନ୍ଦୀ କରି ନେଇଗଲା; ଏ ରୁବେନୀୟମାନଙ୍କର ଅଧିପତି ଥିଲା। Viz kapitolaଓଡିଆ ବାଇବେଲ6 ତାହାର ପୁତ୍ର ବେରା, ଯାହାକୁ ଅଶୂର-ରାଜା ତିଗ୍ଲତ୍-ପିଲ୍ନେଷର ବନ୍ଦୀ କରି ନେଇଗଲା; ସେ ରୁବେନୀୟମାନଙ୍କର ଅଧିପତି ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତାହାର ପୁତ୍ର ବେରା, ଯାହାକୁ ଅଶୂର-ରାଜା ତିଗ୍ଲତ୍-ପିଲ୍ନେଷର ବନ୍ଦୀ କରି ନେଇଗଲା; ସେ ରୁବେନୀୟମାନଙ୍କର ଅଧିପତି ଥିଲା। Viz kapitola |