1 ବଂଶାବଳୀ 6:31 - ପବିତ୍ର ବାଇବଲ31 ନିୟମ-ସିନ୍ଦୁକ ସଦାପ୍ରଭୁଙ୍କ ଗୃହର ତମ୍ବୁ ମଧ୍ୟରେ ରଖାଯିବା ପରେ ଦାଉଦ ଏହି ବ୍ୟକ୍ତିମାନଙ୍କୁ ବାଦ୍ୟକାରୀ ରୂପେ ମନୋନୀତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)31 (ନିୟମ) ସିନ୍ଦୁକ ବିଶ୍ରାମ-ସ୍ଥାନ ପାଇଲା ଉତ୍ତାରେ ଦାଉଦ ଯେଉଁମାନଙ୍କୁ ସଦାପ୍ରଭୁଙ୍କ ଗୃହର ଗାନ-ସେବାରେ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ। Viz kapitolaଓଡିଆ ବାଇବେଲ31 (ନିୟମ)ସିନ୍ଦୁକ ବିଶ୍ରାମ-ସ୍ଥାନ ପାଇଲା ଉତ୍ତାରେ ଦାଉଦ ଯେଉଁମାନଙ୍କୁ ସଦାପ୍ରଭୁଙ୍କ ଗୃହର ଗାନ-ସେବାରେ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 (ନିୟମ)ସିନ୍ଦୁକ ବିଶ୍ରାମ-ସ୍ଥାନ ପାଇଲା ଉତ୍ତାରେ ଦାଉଦ ଯେଉଁମାନଙ୍କୁ ସଦାପ୍ରଭୁଙ୍କ ଗୃହର ଗାନ-ସେବାରେ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି। Viz kapitola |