1 ବଂଶାବଳୀ 6:50 - ପବିତ୍ର ବାଇବଲ50 ଏହିମାନେ ହାରୋଣଙ୍କ ପୁତ୍ରଗଣ ଥିଲେ: ଇଲିୟାସର ହାରୋଣଙ୍କ ପୁତ୍ର ଥିଲେ। ପୀନ୍ହସ୍ ଇଲିୟାସରଙ୍କ ପୁତ୍ର ଥିଲେ। ଅବୀଶୂୟ ପୀନ୍ହସ୍ଙ୍କ ପୁତ୍ର ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)50 ହାରୋଣଙ୍କର ସନ୍ତାନଗଣ; ହାରୋଣଙ୍କର ପୁତ୍ର ଇଲୀୟାସର, ତାହାର ପୁତ୍ର ପିନହସ୍, ତାହାର ପୁତ୍ର ଅବୀଶୂୟ ପ୍ର.ବଂ.୬:୪-୮ Viz kapitolaଓଡିଆ ବାଇବେଲ50 ହାରୋଣଙ୍କର ସନ୍ତାନଗଣ; ହାରୋଣଙ୍କର ପୁତ୍ର ଇଲୀୟାସର, ତାହାର ପୁତ୍ର ପୀନହସ୍, ତାହାର ପୁତ୍ର ଅବୀଶୂୟ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT50 ହାରୋଣଙ୍କର ସନ୍ତାନଗଣ; ହାରୋଣଙ୍କର ପୁତ୍ର ଇଲୀୟାସର, ତାହାର ପୁତ୍ର ପୀନହସ୍, ତାହାର ପୁତ୍ର ଅବୀଶୂୟ Viz kapitola |