1 ବଂଶାବଳୀ 6:54 - ପବିତ୍ର ବାଇବଲ54 ଏହି ସମସ୍ତ ସ୍ଥାନରେ ହାରୋଣଙ୍କ ବଂଶଧରମାନେ ବାସ କଲେ। ସେମାନଙ୍କୁ ଦତ୍ତ ହୋଇଥିବା ଦେଶରେ ସେମାନେ ଛାଉଣି ମଧ୍ୟରେ ବାସ କଲେ। ଲେବୀୟ ଲୋକମାନଙ୍କୁ ଦିଆଯାଇଥିବା ଦେଶରେ କହାତୀୟମାନେ ପ୍ରଥମ ଅଂଶ ପାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)54 ଆଉ ସେମାନଙ୍କ ସ୍ଵ ସ୍ଵ ସୀମାରେ ଛାଉଣିର ସ୍ଥାପନାନୁସାରେ ଏହିସବୁ ସେମାନଙ୍କର ବସତି-ସ୍ଥାନ। ଯଥା, ହାରୋଣଙ୍କର ସନ୍ତାନଗଣ କହାତୀୟ ଗୋଷ୍ଠୀର ପ୍ରଥମ ବାଣ୍ଟ ଥିଲା, Viz kapitolaଓଡିଆ ବାଇବେଲ54 ଆଉ ସେମାନଙ୍କ ସ୍ୱ ସ୍ୱ ସୀମାରେ ଛାଉଣିର ସ୍ଥାପନାନୁସାରେ ଏହିସବୁ ସେମାନଙ୍କର ବସତି-ସ୍ଥାନ। ଯଥା, ହାରୋଣଙ୍କର ସନ୍ତାନଗଣ କହାତୀୟ ଗୋଷ୍ଠୀର ପ୍ରଥମ ବାଣ୍ଟ ଥିଲା, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT54 ଆଉ ସେମାନଙ୍କ ସ୍ୱ ସ୍ୱ ସୀମାରେ ଛାଉଣିର ସ୍ଥାପନାନୁସାରେ ଏହିସବୁ ସେମାନଙ୍କର ବସତି ସ୍ଥାନ। ଯଥା, ହାରୋଣଙ୍କର ସନ୍ତାନଗଣ କହାତୀୟ ଗୋଷ୍ଠୀର ପ୍ରଥମ ବାଣ୍ଟ ଥିଲା, Viz kapitola |