1 ବଂଶାବଳୀ 6:62 - ପବିତ୍ର ବାଇବଲ62 ଗେର୍ଶୋନଙ୍କ ଗୋଷ୍ଠୀ ତେର ଗୋଟି ନଗର ପ୍ରାପ୍ତ ହେଲା। ସେମାନେ ଇଷାଖର, ଆଶେର, ନପ୍ତାଲି ଓ ବାଶନ ଅଞ୍ଚଳରେ ବାସ କରୁଥିବା ମନଃଶିର ଅବଶିଷ୍ଟ ବଂଶଠାରୁ ସେହି ନଗରଗୁଡ଼ିକ ପ୍ରାପ୍ତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)62 ଆଉ ଗେର୍ଶୋମ୍ର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଇଷାଖର-ବଂଶଠାରୁ ଓ ଆଶେର୍-ବଂଶଠାରୁ ଓ ନପ୍ତାଲି-ବଂଶଠାରୁ ଓ ବାଶନସ୍ଥ ମନଃଶି-ବଂଶଠାରୁ ତେର ନଗର ଦିଆଗଲା। Viz kapitolaଓଡିଆ ବାଇବେଲ62 ଆଉ ଗେର୍ଶୋମର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଇଷାଖର-ବଂଶଠାରୁ ଓ ଆଶେର-ବଂଶଠାରୁ ଓ ନପ୍ତାଲି-ବଂଶଠାରୁ ଓ ବାଶନସ୍ଥ ମନଃଶି-ବଂଶଠାରୁ ତେର ନଗର ଦିଆଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT62 ଆଉ ଗେର୍ଶୋମର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଇଷାଖର-ବଂଶଠାରୁ ଓ ଆଶେର-ବଂଶଠାରୁ ଓ ନପ୍ତାଲି-ବଂଶଠାରୁ ଓ ବାଶନସ୍ଥ ମନଃଶି-ବଂଶଠାରୁ ତେର ନଗର ଦିଆଗଲା। Viz kapitola |