1 ବଂଶାବଳୀ 6:63 - ପବିତ୍ର ବାଇବଲ63 ମରାରି ବଂଶର ପରିବାରବର୍ଗକୁ ବାର ଗୋଟି ନଗର ପ୍ରାପ୍ତ ହେଲା। ସେମାନେ ରୁବେନ୍, ଗାଦ୍, ସବୁଲୂନର ଗୋଷ୍ଠୀଠାରୁ ସେହି ସମସ୍ତ ନଗର ପ୍ରାପ୍ତ ହେଲେ। ସେମାନେ ଗୁଲିବାଣ୍ଟଦ୍ୱାରା ସେହି ନଗରସବୁ ପ୍ରାପ୍ତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)63 ମରାରିର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଗୁଲିବାଣ୍ଟ ଦ୍ଵାରା ରୁବେନ୍-ବଂଶଠାରୁ ଓ ଗାଦ୍-ବଂଶଠାରୁ ଓ ସବୂଲୂନ-ବଂଶଠାରୁ ବାର ନଗର ଦିଆଗଲା। Viz kapitolaଓଡିଆ ବାଇବେଲ63 ମରାରିର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଗୁଲିବାଣ୍ଟ ଦ୍ୱାରା ରୁବେନ୍-ବଂଶଠାରୁ ଓ ଗାଦ୍-ବଂଶଠାରୁ ଓ ସବୂଲୂନ-ବଂଶଠାରୁ ବାର ନଗର ଦିଆଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT63 ମରାରିର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଗୁଲିବାଣ୍ଟ ଦ୍ୱାରା ରୁବେନ୍-ବଂଶଠାରୁ ଓ ଗାଦ୍ ବଂଶଠାରୁ ଓ ସବୂଲୂନ-ବଂଶଠାରୁ ବାର ନଗର ଦିଆଗଲା। Viz kapitola |