1 ବଂଶାବଳୀ 6:65 - ପବିତ୍ର ବାଇବଲ65 ସେହି ସମସ୍ତ ନଗରୀ ସେମାନେ ଯିହୁଦା, ଶିମିୟୋନ୍, ଓ ବିନ୍ୟାମୀନର ଗୋଷ୍ଠୀଙ୍କଠାରୁ ପ୍ରାପ୍ତ ହୋଇଥିଲେ। ଯେଉଁଗୁଡ଼ିକର ନାମ ଗୁଲିବାଣ୍ଟରେ ଉଲ୍ଲେଖ କରାଯାଇଛି। Viz kapitolaପବିତ୍ର ବାଇବଲ (Re-edited) - (BSI)65 ସେମାନେ ଗୁଲିବାଣ୍ଟ ଦ୍ଵାରା ନାମରେ ଉଲ୍ଲିଖିତ ଏହି ନଗରସବୁ ଯିହୁଦା-ସନ୍ତାନଗଣର ବଂଶଠାରୁ ଓ ଶିମୀୟୋନ୍-ସନ୍ତାନଗଣର ବଂଶଠାରୁ ଓ ବିନ୍ୟାମୀନ୍-ସନ୍ତାନଗଣର ବଂଶଠାରୁ ସେମାନଙ୍କୁ ଦେଲେ। Viz kapitolaଓଡିଆ ବାଇବେଲ65 ସେମାନେ ଗୁଲିବାଣ୍ଟ ଦ୍ୱାରା ନାମରେ ଉଲ୍ଲିଖିତ ଏହି ନଗରସବୁ ଯିହୁଦା-ସନ୍ତାନଗଣର ବଂଶଠାରୁ ଓ ଶିମୀୟୋନ-ସନ୍ତାନଗଣର ବଂଶଠାରୁ ଓ ବିନ୍ୟାମୀନ୍ ସନ୍ତାନଗଣର ବଂଶଠାରୁ ସେମାନଙ୍କୁ ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT65 ସେମାନେ ଗୁଲିବାଣ୍ଟ ଦ୍ୱାରା ନାମରେ ଉଲ୍ଲିଖିତ ଏହି ନଗରସବୁ ଯିହୁଦା-ସନ୍ତାନଗଣର ବଂଶଠାରୁ ଓ ଶିମୀୟୋନ-ସନ୍ତାନଗଣର ବଂଶଠାରୁ ଓ ବିନ୍ୟାମୀନ୍-ସନ୍ତାନଗଣର ବଂଶଠାରୁ ସେମାନଙ୍କୁ ଦେଲେ। Viz kapitola |