1 ବଂଶାବଳୀ 6:69 - ପବିତ୍ର ବାଇବଲ69 ଅୟାଲୋନ୍ ଓ ଗାଥ୍-ରିମ୍ମୋନ୍ ମଧ୍ୟ ସେମାନଙ୍କୁ ଦିଆଯାଇଥିଲା। ସେମାନେ ସେହି ନଗରୀଗୁଡ଼ିକ ସହିତ କ୍ଷେତ୍ରଗୁଡ଼ିକ ମଧ୍ୟ ପାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)69 ତଳିଭୂମି ସହିତ ଅୟାଲୋନ୍ ଓ ତଳିଭୂମି ସହିତ ଗାତ୍ରିମ୍ମୋନ୍; Viz kapitolaଓଡିଆ ବାଇବେଲ69 ତଳିଭୂମି ସହିତ ଅୟାଲୋନ୍ ଓ ତଳିଭୂମି ସହିତ ଗାଥ୍-ରିମ୍ମୋନ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT69 ତଳିଭୂମି ସହିତ ଅୟାଲୋନ୍ ଓ ତଳିଭୂମି ସହିତ ଗାଥ୍-ରିମ୍ମୋନ; Viz kapitola |