1 ବଂଶାବଳୀ 6:70 - ପବିତ୍ର ବାଇବଲ70 ଇସ୍ରାଏଲର ମନଃଶିର ଗୋଷ୍ଠୀର ଅଧା ଲୋକ ଆନେର ଓ ବିଲିୟମ ସହରଗୁଡ଼ିକ କହାତ୍ ଗୋଷ୍ଠୀଗୁଡ଼ିକୁ ଦେଲେ। ସେହି କହାତ୍ ଗୋଷ୍ଠୀ ସହରଗୁଡ଼ିକ ସହିତ କ୍ଷେତ୍ରଗୁଡ଼ିକ ମଧ୍ୟ ପାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)70 ପୁଣି ମନଃଶିର ଅର୍ଦ୍ଧବଂଶଠାରୁ ତଳିଭୂମି ସହିତ ଆନେର୍ ଓ ତଳିଭୂମି ସହିତ ବିଲୀୟମ୍, ଏହିସବୁ ନଗର କହାତ୍-ସନ୍ତାନଗଣର ଅବଶିଷ୍ଟ ଗୋଷ୍ଠୀକି ଦେଲେ। Viz kapitolaଓଡିଆ ବାଇବେଲ70 ପୁଣି, ମନଃଶିର ଅର୍ଦ୍ଧ ବଂଶଠାରୁ ତଳିଭୂମି ସହିତ ଆନେର୍ ଓ ତଳିଭୂମି ସହିତ ବିଲୀୟମ୍, ଏହିସବୁ ନଗର କହାତ-ସନ୍ତାନଗଣର ଅବଶିଷ୍ଟ ଗୋଷ୍ଠୀକୁ ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT70 ପୁଣି, ମନଃଶିର ଅର୍ଦ୍ଧ ବଂଶଠାରୁ ତଳିଭୂମି ସହିତ ଆନେର୍ ଓ ତଳିଭୂମି ସହିତ ବିଲୀୟମ୍, ଏହିସବୁ ନଗର କହାତ-ସନ୍ତାନଗଣର ଅବଶିଷ୍ଟ ଗୋଷ୍ଠୀକୁ ଦେଲେ। Viz kapitola |