1 ବଂଶାବଳୀ 6:76 - ପବିତ୍ର ବାଇବଲ76 ଗେର୍ଶୋନଙ୍କ ପରିବାର ଆହୁରି ମଧ୍ୟ ନପ୍ତାଲି ଗୋଷ୍ଠୀଙ୍କଠାରୁ ଗାଲିଲୀର କେଦଶ, ହମ୍ମୋନ୍ ଓ କିରିୟାଥୟିମ୍ ସହର ମଧ୍ୟ ପ୍ରାପ୍ତ ହେଲେ। ସେହି ସହରଗୁଡ଼ିକ ନିକଟରେ ଥିବା କ୍ଷେତ୍ରସବୁ ମଧ୍ୟ ସେମାନେ ଲାଭ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)76 ଆଉ ନପ୍ତାଲି-ବଂଶଠାରୁ ତଳିଭୂମି ସହିତ ଗାଲିଲୀସ୍ଥ କେଦଶ୍ ଓ ତଳିଭୂମି ସହିତ ହମ୍ମୋନ ଓ ତଳିଭୂମି ସହିତ କିରୀୟାଥୟିମ ଦିଆଗଲା। Viz kapitolaଓଡିଆ ବାଇବେଲ76 ଆଉ ନପ୍ତାଲି-ବଂଶଠାରୁ ତଳିଭୂମି ସହିତ ଗାଲିଲୀସ୍ଥ କେଦଶ୍, ତଳିଭୂମି ସହିତ ହମ୍ମୋନ ଓ ତଳିଭୂମି ସହିତ କିରୀୟାଥୟିମ ଦିଆଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT76 ଆଉ ନପ୍ତାଲି-ବଂଶଠାରୁ ତଳିଭୂମି ସହିତ ଗାଲିଲୀସ୍ଥ କେଦଶ, ତଳିଭୂମି ସହିତ ହମ୍ମୋନ ଓ ତଳିଭୂମି ସହିତ କିରୀୟାଥୟିମ ଦିଆଗଲା। Viz kapitola |