1 ବଂଶାବଳୀ 6:80 - ପବିତ୍ର ବାଇବଲ80-81 ମରାରି ପରିବାରବର୍ଗ ଗାଦ୍ ଗୋଷ୍ଠୀଠାରୁ ଗିଲିୟଦସ୍ଥ ରାମୋତ୍, ହିଷ୍ବୋନ୍ ଓ ଯାସେର୍ ସହରଗୁଡ଼ିକ ପ୍ରାପ୍ତ ହେଲେ। ସେହି ସହରଗୁଡ଼ିକ ନିକଟରେ ଥିବା କ୍ଷେତ୍ରସବୁ ମଧ୍ୟ ସେମାନେ ଲାଭ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)80 ଆଉ ଗାଦ୍ ବଂଶଠାରୁ ତଳିଭୂମି ସହିତ ଗିଲୀୟଦସ୍ଥ ରାମୋତ୍, ତଳିଭୂମି ସହିତ ମହନୟିମ୍ Viz kapitolaଓଡିଆ ବାଇବେଲ80 ଆଉ ଗାଦ୍ ବଂଶଠାରୁ ତଳିଭୂମି ସହିତ ଗିଲୀୟଦସ୍ଥ ରାମୋତ୍, ତଳିଭୂମି ସହିତ ମହନୟିମ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT80 ଆଉ ଗାଦ୍ ବଂଶଠାରୁ ତଳିଭୂମି ସହିତ ଗିଲୀୟଦସ୍ଥ ରାମୋତ୍, ତଳିଭୂମି ସହିତ ମହନୟିମ, Viz kapitola |