Online Bible

- Reklamy -




1 ବଂଶାବଳୀ 7:11 - ପବିତ୍ର ବାଇବଲ

11 ଯିଦୀୟେଲଙ୍କ ସବୁ ପୁତ୍ର ସେମାନଙ୍କ ପରିବାରର ମୁଖ୍ୟ ଥିଲେ। ସେମାନଙ୍କ ମଧ୍ୟରେ ଯୁଦ୍ଧ ନିମନ୍ତେ ପ୍ରସ୍ତୁତ 17,200 ଜଣ ସୈନ୍ୟ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ଯିହୀୟେଲର ଏହି ସମସ୍ତ ପୁତ୍ର ଆପଣା ଆପଣା ପିତୃବଂଶର ପ୍ରଧାନତାନୁସାରେ ଯୁଦ୍ଧାର୍ଥେ ସୈନ୍ୟ ମଧ୍ୟରେ ଗମନ-ସମର୍ଥ ସତର ହଜାର ଦୁଇ ଶହ ମହାବିକ୍ରମଶାଳୀ ଲୋକ ଥିଲେ।

Viz kapitola kopírovat

ଓଡିଆ ବାଇବେଲ

11 ଯିଦୀୟେଲର ଏହି ସମସ୍ତ ପୁତ୍ର ଆପଣା ଆପଣା ପିତୃବଂଶର ପ୍ରଧାନତାନୁସାରେ ଯୁଦ୍ଧାର୍ଥେ ସୈନ୍ୟ ମଧ୍ୟରେ ଗମନ-ସମର୍ଥ ସତର ହଜାର ଦୁଇ ଶହ ମହାବିକ୍ରମଶାଳୀ ଲୋକ ଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଯିଦୀୟେଲର ଏହି ସମସ୍ତ ପୁତ୍ର ଆପଣା ଆପଣା ପିତୃବଂଶର ପ୍ରଧାନତାନୁସାରେ ଯୁଦ୍ଧାର୍ଥେ ସୈନ୍ୟ ମଧ୍ୟରେ ଗମନ-ସମର୍ଥ ସତର ହଜାର ଦୁଇ ଶହ ମହାବିକ୍ରମଶାଳୀ ଲୋକ ଥିଲେ।

Viz kapitola kopírovat




1 ବଂଶାବଳୀ 7:11

Následuj nás:

Reklamy


Reklamy