Online Bible

- Reklamy -




1 ବଂଶାବଳୀ 7:3 - ପବିତ୍ର ବାଇବଲ

3 ଉଷିଙ୍କର ପୁତ୍ର ଥିଲେ ଯିଷ୍ରାହିୟ। ଯିଷ୍ରାହିୟଙ୍କର ପୁତ୍ରମାନେ ଥିଲେ, ମୀଖାୟେଲ, ଓବଦିୟ, ଯୋୟେଲ ଓ ଯିଶିୟ। ଏହି ପାଞ୍ଚ ଜଣ ଯାକ ସେମାନଙ୍କ ପରିବାରର ମୁଖ୍ୟ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ଆଉ ଉଷିର ପୁତ୍ରଗଣ; ଯିଷ୍ରାହୀୟ ଓ ଯିଷ୍ରାହୀୟର ପୁତ୍ର ମୀଖାୟେଲ ଓ ଓବଦୀୟ ଓ ଯୋୟେଲ୍ ଓ ଯିଶୀୟ, ପାଞ୍ଚ ଜଣ। ଏସମସ୍ତେ ପ୍ରଧାନ ଲୋକ ଥିଲେ।

Viz kapitola kopírovat

ଓଡିଆ ବାଇବେଲ

3 ଆଉ ଉଷିର ପୁତ୍ରଗଣ; ଯିଷ୍ରାହୀୟ, ଯିଷ୍ରାହୀୟର ପୁତ୍ର ମୀଖାୟେଲ, ଓବଦୀୟ, ଯୋୟେଲ ଓ ଯିଶୀୟ, ପାଞ୍ଚ ଜଣ। ଏସମସ୍ତେ ପ୍ରଧାନ ଲୋକ ଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ ଉଷିର ପୁତ୍ରଗଣ; ଯିଷ୍ରାହୀୟ, ଯିଷ୍ରାହୀୟର ପୁତ୍ର ମୀଖାୟେଲ, ଓବଦୀୟ, ଯୋୟେଲ ଓ ଯିଶୀୟ, ପାଞ୍ଚ ଜଣ। ଏସମସ୍ତେ ପ୍ରଧାନ ଲୋକ ଥିଲେ।

Viz kapitola kopírovat




1 ବଂଶାବଳୀ 7:3

Následuj nás:

Reklamy


Reklamy