Online Bible

- Reklamy -




1 ବଂଶାବଳୀ 7:40 - ପବିତ୍ର ବାଇବଲ

40 ଏହି ବ୍ୟକ୍ତିମାନେ ଆଶେରଙ୍କ ବଂଶଧର ଥିଲେ। ସେମାନେ ସେମାନଙ୍କ ପରିବାରର ମୁଖ୍ୟ ଥିଲେ। ସେମାନେ ସର୍ବୋତ୍ତମ ବ୍ୟକ୍ତି ଥିଲେ। ସେମାନେ ସମସ୍ତେ ଯୋଦ୍ଧା ଓ ମହାନ ନେତାଗଣ ଥିଲେ। ସେମାନଙ୍କ ପରିବାରର ଇତିହାସ ଜଣାଏ ଯେ, 26,000 ସୈନ୍ୟ ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ହୋଇ ରହିଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

40 ଏସମସ୍ତେ ଆଶେର୍ର ସନ୍ତାନ ଓ ଆପଣା ଆପଣା ପିତୃବଂଶର ପ୍ରଧାନ, ବଛା ଓ ମହାବିକ୍ରମଶାଳୀ ଓ ଅଧିପତିମାନଙ୍କ ମଧ୍ୟରେ ପ୍ରଧାନ ଥିଲେ। ଆଉ ଯୁଦ୍ଧକାର୍ଯ୍ୟ ନିମନ୍ତେ ବଂଶାବଳୀକ୍ରମେ ଲିଖିତ ସେମାନଙ୍କ ସଂଖ୍ୟା ଛବିଶ ହଜାର ଥିଲା।

Viz kapitola kopírovat

ଓଡିଆ ବାଇବେଲ

40 ଏସମସ୍ତେ ଆଶେରର ସନ୍ତାନ ଓ ଆପଣା ଆପଣା ପିତୃବଂଶର ପ୍ରଧାନ, ବଛା ଓ ମହାବିକ୍ରମଶାଳୀ ଓ ଅଧିପତିମାନଙ୍କ ମଧ୍ୟରେ ପ୍ରଧାନ ଥିଲେ। ଆଉ ଯୁଦ୍ଧକାର୍ଯ୍ୟ ନିମନ୍ତେ ବଂଶାବଳୀକ୍ରମେ ଲିଖିତ ସେମାନଙ୍କ ସଂଖ୍ୟା ଛବିଶ ହଜାର ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ଏସମସ୍ତେ ଆଶେରର ସନ୍ତାନ ଓ ଆପଣା ଆପଣା ପିତୃବଂଶର ପ୍ରଧାନ, ବଛା ଓ ମହାବିକ୍ରମଶାଳୀ ଓ ଅଧିପତିମାନଙ୍କ ମଧ୍ୟରେ ପ୍ରଧାନ ଥିଲେ। ଆଉ ଯୁଦ୍ଧକାର୍ଯ୍ୟ ନିମନ୍ତେ ବଂଶାବଳୀ କ୍ରମେ ଲିଖିତ ସେମାନଙ୍କ ସଂଖ୍ୟା ଛବିଶ ହଜାର ଥିଲା।

Viz kapitola kopírovat




1 ବଂଶାବଳୀ 7:40

Následuj nás:

Reklamy


Reklamy