1 ବଂଶାବଳୀ 8:32 - ପବିତ୍ର ବାଇବଲ32 ମିକ୍ଲୋତ୍ ଶିମିୟଙ୍କ ପିତା ଥିଲେ। ଏହି ପୁତ୍ରମାନେ ମଧ୍ୟ ଯିରୁଶାଲମରେ ସେମାନଙ୍କର ଆତ୍ମୀୟମାନଙ୍କ ନିକଟରେ ବାସ କରୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)32 ପୁଣି ମିକ୍ଲୋତ୍ ଶିମୀୟଙ୍କୁ ଜାତ କଲା। ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ। Viz kapitolaଓଡିଆ ବାଇବେଲ32 ପୁଣି, ମିକ୍ଲୋତ୍ ଶିମୀୟଙ୍କୁ ଜାତ କଲା। ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ପୁଣି, ମିକ୍ଲୋତ୍ ଶିମୀୟଙ୍କୁ ଜାତ କଲା। ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ। Viz kapitola |