1 ବଂଶାବଳୀ 8:39 - ପବିତ୍ର ବାଇବଲ39 ଆତ୍ସେଲଙ୍କ ଭ୍ରାତା ଥିଲେ ଏଶକ୍। ଏଶକଙ୍କର କେତେକ ପୁତ୍ର ଥିଲେ। ଏହିମାନେ ହେଲେ: ଉଲମ ଏଶକଙ୍କର ଜ୍ୟେଷ୍ଠ ପୁତ୍ର, ଯିୟୁଶ୍ ଏଶକଙ୍କର ଦ୍ୱିତୀୟ ପୁତ୍ର, ଏଲୀଫେଲଟ୍ ତୃତୀୟ ପୁତ୍ର ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)39 ଆଉ ତାହାର ଭ୍ରାତା ଏଶକର ପୁତ୍ରଗଣ; ତାହାର ଜ୍ୟେଷ୍ଠ ଊଲମ, ଦ୍ଵିତୀୟ ଯିୟୂଶ ଓ ତୃତୀୟ ଏଲୀଫେଲଟ୍। Viz kapitolaଓଡିଆ ବାଇବେଲ39 ଆଉ ତାହାର ଭ୍ରାତା ଏଶକର ପୁତ୍ରଗଣ; ତାହାର ଜ୍ୟେଷ୍ଠ ଊଲମ, ଦ୍ୱିତୀୟ ଯିୟୂଶ୍ ଓ ତୃତୀୟ ଇଲୀଫେଲଟ୍। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ଆଉ ତାହାର ଭ୍ରାତା ଏଶକର ପୁତ୍ରଗଣ; ତାହାର ଜ୍ୟେଷ୍ଠ ଊଲମ, ଦ୍ୱିତୀୟ ଯିୟୂଶ୍ ଓ ତୃତୀୟ ଇଲୀଫେଲଟ୍। Viz kapitola |