Online Bible

- Reklamy -




1 ବଂଶାବଳୀ 8:9 - ପବିତ୍ର ବାଇବଲ

9-10 ଶହରୟିମ୍ ଆପଣା ସ୍ତ୍ରୀ ହୋଦଶଙ୍କ ଦ୍ୱାରା ଯୋବବ୍, ସିବିୟ, ମେଶା, ମଲକମ୍, ଯିୟୁଶ, ଶଖିୟ, ଓ ମିର୍ମଙ୍କୁ ଜାତ କଲେ। ସେମାନେ ନିଜ ପରିବାରର ମୁଖ୍ୟ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ପୁଣି ସେ ଆପଣା ଭାର୍ଯ୍ୟା ହୋଦଶ୍ର ଗର୍ଭରେ ଯୋବବ୍ ଓ ସିବୀୟ ଓ ମେଶା ଓ ମଲକମ୍

Viz kapitola kopírovat

ଓଡିଆ ବାଇବେଲ

9 ପୁଣି, ସେ ଆପଣା ଭାର୍ଯ୍ୟା ହୋଦଶ୍‍ର ଗର୍ଭରେ ଯୋବବ୍‍, ସିବୀୟ, ମେଶା ଓ ମଲକମ୍‍,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ସେ ଆପଣା ଭାର୍ଯ୍ୟା ହୋଦଶ୍‍ର ଗର୍ଭରେ ଯୋବବ୍‍, ସିବୀୟ, ମେଶା ଓ ମଲକମ୍‍,

Viz kapitola kopírovat




1 ବଂଶାବଳୀ 8:9

Následuj nás:

Reklamy


Reklamy