Online Bible

- Reklamy -




1 ବଂଶାବଳୀ 9:11 - ପବିତ୍ର ବାଇବଲ

11 ଅସରିୟ ହି‌ଲ୍‌‌‌କିୟଙ୍କ ପୁତ୍ର ଥିଲେ। ହି‌ଲ୍‌‌‌କିୟ ମଶୁଲ୍ଲ‌ମ୍‌ଙ୍କ ପୁତ୍ର ଥିଲେ। ମଶୁଲ୍ଲମ୍ ସାଦୋକଙ୍କ ପୁତ୍ର ଥିଲେ। ସାଦୋକ୍ ମରାୟୋତଙ୍କ ପୁତ୍ର ଥିଲେ। ମରାୟୋତ ଅହୀଟୂ‌ବ୍‌ଙ୍କ ପୁତ୍ର ଥିଲେ। ଅହୀଟୂବ୍ ପରମେଶ୍ୱରଙ୍କ ମନ୍ଦିରର ସୁରକ୍ଷା ଦାୟିତ୍ୱରେ ଥିବା ବିଶେଷ କାର୍ଯ୍ୟକାରୀ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ଓ ପରମେଶ୍ଵରଙ୍କ ଗୃହର ଅଧ୍ୟକ୍ଷ ଅହୀଟୂବ୍ର ଅତି ବୃଦ୍ଧ ପ୍ରପୌତ୍ର ମରାୟୋତ୍ର ବୃଦ୍ଧ ପ୍ରପୌତ୍ର ସାଦୋକର ପ୍ରପୌତ୍ର ମଶୁଲ୍ଲମ୍ର ପୌତ୍ର ହିଲ୍‍କୀୟର ପୁତ୍ର ଅସରୀୟ,

Viz kapitola kopírovat

ଓଡିଆ ବାଇବେଲ

11 ଓ ପରମେଶ୍ୱରଙ୍କ ଗୃହର ଅଧ୍ୟକ୍ଷ ଅହୀଟୂବ୍‍ର ଅତି ବୃଦ୍ଧ ପ୍ରପୌତ୍ର ମରାୟୋତ୍‍ର ବୃଦ୍ଧ ପ୍ରପୌତ୍ର ସାଦୋକର ପ୍ରପୌତ୍ର ମଶୁଲ୍ଲମ୍‍ର ପୌତ୍ର ହିଲ୍‍କିୟର ପୁତ୍ର ଅସରୀୟ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଓ ପରମେଶ୍ୱରଙ୍କ ଗୃହର ଅଧ୍ୟକ୍ଷ ଅହୀଟୂବ୍‍ର ଅତି ବୃଦ୍ଧ ପ୍ରପୌତ୍ର ମରାୟୋତ୍‍ର ବୃଦ୍ଧ ପ୍ରପୌତ୍ର ସାଦୋକର ପ୍ରପୌତ୍ର ମଶୁଲ୍ଲମ୍‍ର ପୌତ୍ର ହିଲ୍‍କୀୟର ପୁତ୍ର ଅସରୀୟ,

Viz kapitola kopírovat




1 ବଂଶାବଳୀ 9:11

Následuj nás:

Reklamy


Reklamy