Online Bible

- Reklamy -




1 ବଂଶାବଳୀ 9:13 - ପବିତ୍ର ବାଇବଲ

13 ସମୁଦାୟ 1,760 ଜଣ ଯାଜକ ଥିଲେ, ଯେଉଁମାନେ କି ସେମାନଙ୍କ ପରିବାରର ମୁଖ୍ୟ ଥିଲେ। ସେମାନେ ପରମେଶ୍ୱରଙ୍କ ମନ୍ଦିରରେ ସେବା କରିବାରେ ଦକ୍ଷ ଲୋକ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଏକ ହଜାର ସାତ ଶହ ଶାଠିଏ ଜଣ; ଏମାନେ ଆପଣା ଆପଣା ପିତୃବଂଶର ପ୍ରଧାନ ଓ ପରମେଶ୍ଵରଙ୍କ ଗୃହର ସେବାକର୍ମରେ ଅତି ଦକ୍ଷ ଥିଲେ।

Viz kapitola kopírovat

ଓଡିଆ ବାଇବେଲ

13 ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଏକ ହଜାର ସାତ ଶହ ଷାଠିଏ ଜଣ; ଏମାନେ ଆପଣା ଆପଣା ପିତୃବଂଶର ପ୍ରଧାନ ଓ ପରମେଶ୍ୱରଙ୍କ ଗୃହର ସେବାକର୍ମରେ ଅତି ଦକ୍ଷ ଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଏକ ହଜାର ସାତ ଶହ ଷାଠିଏ ଜଣ; ଏମାନେ ଆପଣା ଆପଣା ପିତୃବଂଶର ପ୍ରଧାନ ଓ ପରମେଶ୍ୱରଙ୍କ ଗୃହର ସେବାକର୍ମରେ ଅତି ଦକ୍ଷ ଥିଲେ।

Viz kapitola kopírovat




1 ବଂଶାବଳୀ 9:13

Následuj nás:

Reklamy


Reklamy