1 ବଂଶାବଳୀ 9:16 - ପବିତ୍ର ବାଇବଲ16 ଓବଦିୟ ଶମୟିୟଙ୍କ ପୁତ୍ର ଥିଲେ। ଶମୟିୟ ଗାଲଲଙ୍କ ପୁତ୍ର ଥିଲେ। ଗାଲଲ୍ ଯିଦୂଥନଙ୍କ ପୁତ୍ର ଥିଲେ। ବେରିଖିୟ ଆସାଙ୍କ ପୁତ୍ର ଥିଲେ। ଆସା ଇଲ୍କାନାଙ୍କ ପୁତ୍ର ଥିଲେ। ସେ ନଟୋଫାରେ ଲୋକମାନଙ୍କ ସହରରେ ବାସ କରୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଓ ଯିଦୂଥୂନ୍ର ପ୍ରପୌତ୍ର ଗାଲଲ୍ର ପୌତ୍ର ଶମୟୀୟର ପୁତ୍ର ଓବଦୀୟ; ଆଉ ନଟୋଫାତୀୟମାନଙ୍କ ଗ୍ରାମବାସୀ ଇଲ୍କାନାର ପୌତ୍ର ଆସାର ପୁତ୍ର ବେରିଖୀୟ। Viz kapitolaଓଡିଆ ବାଇବେଲ16 ଓ ଯିଦୂଥୂନର ପ୍ରପୌତ୍ର ଗାଲଲ୍ର ପୌତ୍ର ଶମୟୀୟର ପୁତ୍ର ଓବଦୀୟ; ଆଉ ନଟୋଫାତୀୟମାନଙ୍କ ଗ୍ରାମବାସୀ ଇଲ୍କାନାର ପୌତ୍ର ଆସାର ପୁତ୍ର ବେରିଖୀୟ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଓ ଯିଦୂଥୂନ୍ର ପ୍ରପୌତ୍ର ଗାଲଲ୍ର ପୌତ୍ର ଶମୟୀୟର ପୁତ୍ର ଓବଦୀୟ; ଆଉ ନଟୋଫାତୀୟମାନଙ୍କ ଗ୍ରାମବାସୀ ଇଲ୍କାନାର ପୌତ୍ର ଆସାର ପୁତ୍ର ବେରିଖୀୟ। Viz kapitola |