1 ବଂଶାବଳୀ 9:2 - ପବିତ୍ର ବାଇବଲ2 ଯେଉଁମାନେ ପ୍ରଥମେ ଫେରି ଆସି ସେମାନଙ୍କର ଅଧିକାରରେ ସେଠାରେ ସେମାନଙ୍କର ନଗରରେ ବାସ କଲେ, ସେଥିମଧ୍ୟରୁ କେତେକ ଇସ୍ରାଏଲୀୟ, ଯାଜକଗଣ, ଲେବୀୟଗଣ ଓ ସେବକଗଣ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୁଣି ଇସ୍ରାଏଲ, ଯାଜକଗଣ, ଲେବୀୟମାନେ ଓ ନଥୀନୀୟମାନେ ସେମାନଙ୍କ ଅଧିକାରସ୍ଥ ନଗର-ସମୂହରେ ପ୍ରଥମେ ବସତି କଲେ। Viz kapitolaଓଡିଆ ବାଇବେଲ2 ପୁଣି, ଇସ୍ରାଏଲ, ଯାଜକଗଣ, ଲେବୀୟମାନେ ଓ ନଥୀନୀୟମାନେ ସେମାନଙ୍କ ଅଧିକାରସ୍ଥ ନଗର ସମୂହରେ ପ୍ରଥମେ ବସତି କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ଇସ୍ରାଏଲ, ଯାଜକଗଣ, ଲେବୀୟମାନେ ଓ ନଥୀନୀୟମାନେ ସେମାନଙ୍କ ଅଧିକାରସ୍ଥ ନଗରସମୂହରେ ପ୍ରଥମେ ବସତି କଲେ। Viz kapitola |