1 ବଂଶାବଳୀ 9:32 - ପବିତ୍ର ବାଇବଲ32 କୋରହ ବଂଶଜ କେତେ ଜଣ ଦ୍ୱାରପାଳ ପ୍ରତ୍ୟେକ ବିଶ୍ରାମବାରରେ ମେଜ ଉପରେ ପରିବେଶିତ ହେଉଥିବା ରୋଟୀ ପ୍ରସ୍ତୁତ କରିବାର କାର୍ଯ୍ୟ କରୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)32 ଆଉ ସେମାନଙ୍କ ଭ୍ରାତୃଗଣ କହାତୀୟ-ସନ୍ତାନଗଣ ମଧ୍ୟରୁ କେତେକ ଜଣ ପ୍ରତି ବିଶ୍ରାମବାର ଦର୍ଶନୀୟ ରୋଟୀ ପ୍ରସ୍ତୁତ କରିବା ପାଇଁ ନିଯୁକ୍ତ ଥିଲେ। Viz kapitolaଓଡିଆ ବାଇବେଲ32 ଆଉ ସେମାନଙ୍କ ଭ୍ରାତୃଗଣ କହାତୀୟ-ସନ୍ତାନଗଣ ମଧ୍ୟରୁ କେତେକ ଜଣ ପ୍ରତି ବିଶ୍ରାମବାର ଦର୍ଶନୀୟ ରୁଟି ପ୍ରସ୍ତୁତ କରିବା ପାଇଁ ନିଯୁକ୍ତ ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଆଉ ସେମାନଙ୍କ ଭ୍ରାତୃଗଣ କହାତୀୟ ସନ୍ତାନଗଣ ମଧ୍ୟରୁ କେତେକ ଜଣ ପ୍ରତି ବିଶ୍ରାମବାର ଦର୍ଶନୀୟ ରୁଟି ପ୍ରସ୍ତୁତ କରିବା ପାଇଁ ନିଯୁକ୍ତ ଥିଲେ। Viz kapitola |