1 ବଂଶାବଳୀ 9:8 - ପବିତ୍ର ବାଇବଲ8 ଯିବ୍ନିୟ ଯିରୋହମଙ୍କ ପୁତ୍ର ଥିଲେ। ଏଲା ଉଷିଙ୍କ ପୁତ୍ର ଥିଲେ। ଉଷି ମିଖ୍ରିଙ୍କ ପୁତ୍ର ଥିଲେ। ମଶୁଲ୍ଲମ ଶଫଟିୟଙ୍କ ପୁତ୍ର ଥିଲେ। ଶଫଟିୟ ରୂୟେଲଙ୍କ ପୁତ୍ର ଥିଲେ ଏବଂ ରୂୟେଲ ଇବ୍ନିୟଙ୍କ ପୁତ୍ର ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଆଉ ଯିରୋହମର ପୁତ୍ର ଯିବ୍ନୀୟ ଓ ମିଖ୍ରିର ପୌତ୍ର ଉଷୀର ପୁତ୍ର ଏଲା, ଆଉ ଇଦ୍ନୀୟର ପ୍ରପୌତ୍ର ରୁୟେଲର ପୌତ୍ର ଶଫ୍ଟୀୟର ପୁତ୍ର ମଶୁଲ୍ଲମ୍; Viz kapitolaଓଡିଆ ବାଇବେଲ8 ଆଉ ଯିରୋହମର ପୁତ୍ର ଯିବ୍ନୀୟ ଓ ମିଖ୍ରିର ପୌତ୍ର ଉଷିର ପୁତ୍ର ଏଲା, ଆଉ ଇଦ୍ନୀୟର ପ୍ରପୌତ୍ର ରୁୟେଲର ପୌତ୍ର ଶଫଟୀୟର ପୁତ୍ର ମଶୁଲ୍ଲମ୍; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ ଯିରୋହମର ପୁତ୍ର ଯିବ୍ନୀୟ ଓ ମିଖ୍ରିର ପୌତ୍ର ଉଷିର ପୁତ୍ର ଏଲା, ଆଉ ଇଦ୍ନୀୟର ପ୍ରପୌତ୍ର ରୁୟେଲର ପୌତ୍ର ଶଫଟୀୟର ପୁତ୍ର ମଶୁଲ୍ଲମ୍; Viz kapitola |