୧ କରିନ୍ଥୀୟ 1:29 - ପବିତ୍ର ବାଇବଲ29 ପରମେଶ୍ୱରଙ୍କର ଏପରି କରିବାର କାରଣ ହେଉଛି ଯେ, କୌଣସି ଲୋକ ଯେପରି ତାହାଙ୍କ ଆଗରେ ଗର୍ବ କରି ପାରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଆଉ ଯାହା ଜଗତ ଚକ୍ଷୁରେ ମାନ୍ୟଗଣ୍ୟ, ସେସବୁକୁ ବ୍ୟର୍ଥ କରିବା ନିମନ୍ତେ ଈଶ୍ଵର ଜଗତର ନୀଚ ଓ ତୁଚ୍ଛ ବିଷୟଗୁଡ଼ିକ, ହଁ, ନଗଣ୍ୟ ବିଷୟଗୁଡ଼ିକ ମନୋନୀତ କଲେ। Viz kapitolaଓଡିଆ ବାଇବେଲ29 ଆଉ ଯାହା ଜଗତ ଚକ୍ଷୁରେ ମାନ୍ୟଗଣ୍ୟ, ସେ ସବୁକୁ ବ୍ୟର୍ଥ କରିବା ନିମନ୍ତେ ଈଶ୍ୱର ଜଗତର ନୀଚ ଓ ତୁଚ୍ଛ ବିଷୟଗୁଡ଼ିକ, ହଁ, ନଗଣ୍ୟ ବିଷୟଗୁଡ଼ିକ ମନୋନୀତ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)29 ଏଥିର ସୁସ୍ପଷ୍ଟ ଯେ କେହି ଈଶ୍ୱରଙ୍କ ସମ୍ମୁଖରେ ଦର୍ପ ପରି ନ ପାରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଆଉ ଯାହା ଜଗତ ଚକ୍ଷୁରେ ମାନ୍ୟଗଣ୍ୟ, ସେ ସବୁକୁ ବ୍ୟର୍ଥ କରିବା ନିମନ୍ତେ ଈଶ୍ବର ଜଗତର ନୀଚ ଓ ତୁଚ୍ଛ ଲୋକମାନଙ୍କୁ, ହଁ, ନଗଣ୍ୟ ଲୋକମାନଙ୍କୁ ମନୋନୀତ କଲେ। Viz kapitola |