୧ କରିନ୍ଥୀୟ 1:31 - ପବିତ୍ର ବାଇବଲ31 ଶାସ୍ତ୍ରରେ ଏହିପରି ଲେଖାଅଛି: “ଯଦି କାହାର ଗର୍ବ କରିବାକୁ ଥାଏ। ତା'ହେଲେ ସେ କେବଳ ପ୍ରଭୁଙ୍କଠାରେ ଗର୍ବ କରିବା ଉଚିତ୍।” Viz kapitolaପବିତ୍ର ବାଇବଲ (Re-edited) - (BSI)31 ଅତଏବ, ଯେପରି ଲେଖାଅଛି, “ଯେ ଦର୍ପ କରେ, ସେ ପ୍ରଭୁଙ୍କଠାରେ ଦର୍ପ କରୁ।” Viz kapitolaଓଡିଆ ବାଇବେଲ31 ଅତଏବ, ଯେପରି ଲେଖା ଅଛି, "ଯେ ଦର୍ପ କରେ, ସେ ପ୍ରଭୁଙ୍କଠାରେ ଦର୍ପ କରୁ ।" Viz kapitolaପବିତ୍ର ବାଇବଲ (CL) NT (BSI)31 ତେଣୁ ଧର୍ମଶାସ୍ତ୍ରରେ ଯେପରି ଲେଖାଅଛି: “ଯେ ଦର୍ପ କରିବାକୁ ଚାହେଁ, ପ୍ରଭୁ ଯାହା କରିଛନ୍ତି, ସେଥିପାଇଁ କେବଳ ସେ ଦର୍ପ କରୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଅତଏବ, ଯେପରି ଲେଖାଅଛି, “ଯେ ଦର୍ପ କରେ, ସେ ପ୍ରଭୁଙ୍କଠାରେ ଦର୍ପ କରୁ।” Viz kapitola |