୧ କରିନ୍ଥୀୟ 10:17 - ପବିତ୍ର ବାଇବଲ17 କେବଳ ଗୋଟିଏ ରୋଟୀ ମାତ୍ର ଆମ୍ଭେମାନେ ଅନେକ ଲୋକ। କିନ୍ତୁ ଆମ୍ଭେ ସମସ୍ତେ ସେହି ଗୋଟିଏ ରୋଟୀକୁ ଭାଗ ଭାଗ କରି ଖାଉ। ସେଥିପାଇଁ ଆମ୍ଭେ ପ୍ରକୃତରେ ଗୋଟିଏ ଶରୀର। Viz kapitolaପବିତ୍ର ବାଇବଲ (Re-edited) - (BSI)17 କାରଣ ରୋଟୀ ଏକ ହେବାରୁ ଆମ୍ଭେମାନେ ଅନେକ ହେଲେହେଁ ଏକ ଶରୀର ସ୍ଵରୂପ, ଯେଣୁ ଆମ୍ଭେମାନେ ସମସ୍ତେ ସେହି ଏକ ରୋଟୀର ଅଂଶୀ। Viz kapitolaଓଡିଆ ବାଇବେଲ17 କାରଣ ରୁଟି ଏକ ହେବାରୁ ଆମ୍ଭେମାନେ ଅନେକ ହେଲେ ହେଁ ଏକ ଶରୀର ସ୍ୱରୂପ, ଯେଣୁ ଆମ୍ଭେମାନେ ସମସ୍ତେ ସେହି ଏକ ରୁଟିର ଅଂଶୀ । Viz kapitolaପବିତ୍ର ବାଇବଲ (CL) NT (BSI)17 ଆମେ ଅନେକ ହେଲେ ମଧ୍ୟ ରୋଟୀ ଏକ ହେବାରୁ ଆମେ ଏକ ଶରୀର ହେଉ, କାରଣ ଆମେ ସମସ୍ତେ ସେହି ଏକ ରୋଟୀରେ ଅଂଶ ଗ୍ରହଣ କରିଥାଉ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 କାରଣ ରୁଟି ଏକ ହେବାରୁ ଆମ୍ଭେମାନେ ଅନେକ ହେଲେ ହେଁ ଏକ ଶରୀର ସ୍ୱରୂପ, ଯେଣୁ ଆମ୍ଭେମାନେ ସମସ୍ତେ ସେହି ଏକ ରୁଟିର ଅଂଶୀ। Viz kapitola |