Online Bible

- Reklamy -




୧ କରିନ୍ଥୀୟ 10:24 - ପବିତ୍ର ବାଇବଲ

24 କୌଣସି ଲୋକ କେବଳ ନିଜର ସ୍ୱାର୍ଥ ପାଇଁ ଚିନ୍ତିତ ହେବା ଉଚିତ୍ ନୁହେଁ, ବରଂ ସେ ଅନ୍ୟମାନଙ୍କର ମଙ୍ଗଳ ଚିନ୍ତା କରିବା ଉଚିତ୍।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 କେହି ନିଜର ସ୍ଵାର୍ଥ ଚେଷ୍ଟା ନ କରୁ, ମାତ୍ର ପ୍ରତ୍ୟେକ ଜଣ ଅନ୍ୟର ମଙ୍ଗଳ ଚେଷ୍ଟା କରୁ।

Viz kapitola kopírovat

ଓଡିଆ ବାଇବେଲ

24 କେହି ନିଜର ସ୍ୱାର୍ଥ ଚେଷ୍ଟା ନ କରୁ, ମାତ୍ର ପ୍ରତ୍ୟେକ ଜଣ ଅନ୍ୟର ମଙ୍ଗଳ ଚେଷ୍ଟା କରୁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

24 କେବଳ ନିଜର ସ୍ୱାର୍ଥସିଦ୍ଧିରେ ନିବିଷ୍ଟ ନ ରହି, ଅନ୍ୟର ସ୍ୱାର୍ଥ ପ୍ରତି ଦୃଷ୍ଟି ଦେବା ଉଚିତ୍।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 କେହି ନିଜର ସ୍ୱାର୍ଥ ଚେଷ୍ଟା ନ କରୁ, ମାତ୍ର ପ୍ରତ୍ୟେକ ଜଣ ଅନ୍ୟର ମଙ୍ଗଳ ଚେଷ୍ଟା କରୁ।

Viz kapitola kopírovat




୧ କରିନ୍ଥୀୟ 10:24

Následuj nás:

Reklamy


Reklamy