୧ କରିନ୍ଥୀୟ 10:25 - ପବିତ୍ର ବାଇବଲ25 ବଜାରରେ ଯାହା ବିକ୍ରି ହେଉଛି ସେସବୁ ମାଂସ ତୁମ୍ଭେ ଖାଇପାର। ନିଜ ବିବେକ ସକାଶେ ଏହି ମାଂସ ଖାଇବା ଉଚିତ୍ କି ନୁହେଁ, ସେ ବିଷୟରେ କୌଣସି ପ୍ରଶ୍ନ ପଗ୍ଭର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ବଜାରରେ ଯାହା ବିକ୍ରୟ ହୁଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର, Viz kapitolaଓଡିଆ ବାଇବେଲ25 ବଜାରରେ ଯାହା ବିକ୍ରୟ ହୁଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର, Viz kapitolaପବିତ୍ର ବାଇବଲ (CL) NT (BSI)25 ବିବେକକୁ ନିର୍ମଳ ରଖିବା ପାଇଁ କୌଣସି ପ୍ରଶ୍ନ ନ ପଚାରି ବଜାରରେ ବିକ୍ରି ହେଉଥିବା ମାଂସ ତୁମେ ସ୍ୱଚ୍ଛନ୍ଦରେ ଭୋଜନ କରିପାର, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ବଜାରରେ ଯାହା ବିକ୍ରୟ ହୁଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର, Viz kapitola |