୧ କରିନ୍ଥୀୟ 10:27 - ପବିତ୍ର ବାଇବଲ27 ଜଣେ ଅବିଶ୍ୱାସୀ ଲୋକ ତୁମ୍ଭମାନଙ୍କୁ ଭୋଜନ ପାଇଁ ଡାକିପାରେ। ଯଦି ତୁମ୍ଭେମାନେ ଯିବାକୁ ସ୍ଥିର କଲ, ଯାହା ତୁମ୍ଭମାନଙ୍କ ଆଗରେ ଥୁଆ ହୋଇଛି, ତାହା ଖାଅ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଅବିଶ୍ଵାସୀମାନଙ୍କ ମଧ୍ୟରୁ କେହି ଯଦି ତୁମ୍ଭମାନଙ୍କୁ ନିମନ୍ତ୍ରଣ କରେ, ଆଉ ତୁମ୍ଭେମାନେ ଯିବାକୁ ଇଚ୍ଛା କର, ତେବେ ଯାହା କିଛି ତୁମ୍ଭମାନଙ୍କୁ ପରିବେଷଣ କରାଯାଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର। Viz kapitolaଓଡିଆ ବାଇବେଲ27 ଅବିଶ୍ୱାସୀମାନଙ୍କ ମଧ୍ୟରୁ କେହି ଯଦି ତୁମ୍ଭମାନଙ୍କୁ ନିମନ୍ତ୍ରଣ କରେ, ଆଉ ତୁମ୍ଭେମାନେ ଯିବାକୁ ଇଚ୍ଛା କର, ତେବେ ଯାହା କିଛି ତୁମ୍ଭମାନଙ୍କୁ ପରିବେଷଣ କରାଯାଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର । Viz kapitolaପବିତ୍ର ବାଇବଲ (CL) NT (BSI)27 ଅନ୍ୟ ମତାବଲମ୍ବୀ କେହି ଯଦି ତୁମକୁ ନିମନ୍ତ୍ରଣ କରେ ଏବଂ ତୁମେ ତାହା ଗ୍ରହଣ କର, ତେବେ ତୁମ ବିବେକ ହେତୁ କୌଣସି ପ୍ରଶ୍ନ ନ ପଚାରି, ଯାହା ପରିବେଷଣ କରାଯାଇଛି, ତାହା ଭୋଜନ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଅବିଶ୍ୱାସୀମାନଙ୍କ ମଧ୍ୟରୁ କେହି ଯଦି ତୁମ୍ଭମାନଙ୍କୁ ନିମନ୍ତ୍ରଣ କରେ, ଆଉ ତୁମ୍ଭେମାନେ ଯିବାକୁ ଇଚ୍ଛା କର, ତେବେ ଯାହା କିଛି ତୁମ୍ଭମାନଙ୍କୁ ପରିବେଷଣ କରାଯାଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର। Viz kapitola |