୧ କରିନ୍ଥୀୟ 10:28 - ପବିତ୍ର ବାଇବଲ28 ଏହା ଭଲ କି ମନ୍ଦ କୌଣସି ପ୍ରଶ୍ନ ନ କରି ଖାଦ୍ୟ ଭୋଜନ କର। କିନ୍ତୁ ଯଦି ତୁମ୍ଭମାନଙ୍କୁ ଜଣେ କୁହେ: “ଏହି ଖାଦ୍ୟ ମୂର୍ତ୍ତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ହୋଇଛି।” ତାହାହେଲେ ସେ ଖାଦ୍ୟ ଖାଅ ନାହିଁ। ପ୍ରଥମ କାରଣ ହେଲା, ଯିଏ ଏହା କହିଛି ତା'ର ବିଶ୍ୱାସକୁ ତୁମ୍ଭେମାନେ ଆଘାତ ନ ଦେବା ପାଇଁ ଖାଅ ନାହିଁ ଓ ଦ୍ୱିତୀୟ କାରଣ ହେଲା ଏହି ମାଂସ ବା ପ୍ରସାଦ ଖାଇବା ଅନୁଚିତ୍ ବୋଲି କେତେକ ମତ ଦିଅନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)28 କିନ୍ତୁ କେହି ଯଦି ତୁମ୍ଭମାନଙ୍କୁ କହେ, ଏହା ବଳି ସ୍ଵରୂପେ ଉତ୍ସର୍ଗୀକୃତ ହୋଇଅଛି, ତେବେ ଯେ ଏହା ଜଣାଇଲା, ତାହାର ସକାଶେ ଓ ବିବେକ ସକାଶେ ତାହା ଭୋଜନ କର ନାହିଁ; Viz kapitolaଓଡିଆ ବାଇବେଲ28 କିନ୍ତୁ କେହି ଯଦି ତୁମ୍ଭମାନଙ୍କୁ କହେ, ଏହା ବଳି ସ୍ୱରୂପେ ଉତ୍ସର୍ଗୀକୃତ ହୋଇଅଛି, ତେବେ ଯେ ଏହା ଜଣାଇଲା, ତାହାର ସକାଶେ ଓ ବିବେକ ସକାଶେ ତାହା ଭୋଜନ କର ନାହିଁ; Viz kapitolaପବିତ୍ର ବାଇବଲ (CL) NT (BSI)28 କିନ୍ତୁ ତାହା ଦେବ ପ୍ରସାଦ ବୋଲି ଯଦି କେହି କହେ, ତାହାର ମଙ୍ଗଳ ପାଇଁ ଓ ବିବେକ ହେତୁ ତାହା ଖାଅ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 କିନ୍ତୁ କେହି ଯଦି ତୁମ୍ଭମାନଙ୍କୁ କହେ, ଏହା ବଳି ସ୍ୱରୂପେ ଉତ୍ସର୍ଗୀକୃତ ହୋଇଅଛି, ତେବେ ଯେ ଏହା ଜଣାଇଲା, ତାହାର ସକାଶେ ଓ ବିବେକ ସକାଶେ ତାହା ଭୋଜନ କର ନାହିଁ; Viz kapitola |