୧ କରିନ୍ଥୀୟ 10:31 - ପବିତ୍ର ବାଇବଲ31 ଅତଏବ, ଯେତେବେଳେ ତୁମ୍ଭେମାନେ ଖାଅ, ପିଅ ବା ଅନ୍ୟ ଯାହାକିଛି କର, ପରମେଶ୍ୱରଙ୍କ ମହିମା ପାଇଁ କରିବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ଵରଙ୍କ ଗୌରବ ନିମନ୍ତେ ସବୁ କର। Viz kapitolaଓଡିଆ ବାଇବେଲ31 ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ୱରଙ୍କ ଗୌରବ ନିମନ୍ତେ ସବୁ କର । Viz kapitolaପବିତ୍ର ବାଇବଲ (CL) NT (BSI)31 ତୁମେ ଖିଆପିଆ କିମ୍ବା ଯାହା କିଛି କର, ତାହା ଈଶ୍ୱରଙ୍କ ଗୌରବ ଉଦ୍ଦେଶ୍ୟରେ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ବରଙ୍କ ଗୌରବ ନିମନ୍ତେ ସବୁ କର। Viz kapitola |