୧ କରିନ୍ଥୀୟ 10:33 - ପବିତ୍ର ବାଇବଲ33 ମୁଁ ଏହି ନୀତି ଅନୁସରଣ କରେ। ମୁଁ ନିଜକୁ ଖୁସୀ ରଖିବା ପାଇଁ ଚେଷ୍ଟା କରେ ନାହିଁ, ମାତ୍ର ପ୍ରତ୍ୟେକଙ୍କୁ ସମସ୍ତ କାର୍ଯ୍ୟରେ ସନ୍ତୁଷ୍ଟ କରିବାକୁ ଗ୍ଭହେଁ। ମୁଁ ଅନେକଙ୍କର ମଙ୍ଗଳ ଚିନ୍ତାକରେ ଯଦ୍ଦ୍ୱାରା ସେମାନେ ପରିତ୍ରାଣ ପାଇ ପାରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ଯେପରି ମୁଁ ମଧ୍ୟ ମୋହର ସ୍ଵାର୍ଥ ଚେଷ୍ଟା ନ କରି ଅନେକଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ମଙ୍ଗଳ ଚେଷ୍ଟା କରେ, ପୁଣି ସବୁ ବିଷୟରେ ସମସ୍ତଙ୍କୁ ସନ୍ତୁଷ୍ଟ କରିବାକୁ ଯନି କରେ। Viz kapitolaଓଡିଆ ବାଇବେଲ33 ଯେପରି ମୁଁ ମଧ୍ୟ ମୋହର ସ୍ୱାର୍ଥ ଚେଷ୍ଟା ନ କରି ଅନେକଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ମଙ୍ଗଳ ଚେଷ୍ଟା କରେ, ପୁଣି, ସବୁ ବିଷୟରେ ସମସ୍ତଙ୍କୁ ସନ୍ତୁଷ୍ଟ କରିବାକୁ ଯତ୍ନ କରେ । Viz kapitolaପବିତ୍ର ବାଇବଲ (CL) NT (BSI)33 ତୁମେ ମୋ’ ପରି ଆଚରଣ କର। ମୁଁ ସବୁ ବିଷୟରେ ସମସ୍ତଙ୍କୁ ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଛ। ନିଜର ଚିନ୍ତା ନ କରି, ଅନ୍ୟମାନଙ୍କର ପରିତ୍ରାଣ ଲାଭ ଉଦ୍ଦେଶ୍ୟରେ ସମସ୍ତଙ୍କର ମଙ୍ଗଳ କରୁଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଯେପରି ମୁଁ ମଧ୍ୟ ମୋହର ସ୍ୱାର୍ଥ ଚେଷ୍ଟା ନ କରି ଅନେକଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ମଙ୍ଗଳ ଚେଷ୍ଟା କରେ, ପୁଣି, ସବୁ ବିଷୟରେ ସମସ୍ତଙ୍କୁ ସନ୍ତୁଷ୍ଟ କରିବାକୁ ଯତ୍ନ କରେ। Viz kapitola |