୧ କରିନ୍ଥୀୟ 11:10 - ପବିତ୍ର ବାଇବଲ10 ଜଣେ ସ୍ତ୍ରୀ ଅଧୀନତାର ଚିହ୍ନ ସ୍ୱରୂପେ ଆପଣା ମସ୍ତକ ଆଚ୍ଛାଦନ କରିବା ଉଚିତ୍। ସ୍ୱର୍ଗଦୂତମାନଙ୍କ ଲାଗି ମଧ୍ୟ ସେ ଏହା କରିବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଏଥିପାଇଁ ଦୂତମାନଙ୍କ ସକାଶେ ସ୍ତ୍ରୀର ଆପଣା ମସ୍ତକରେ ଅଧୀନତାର ଚିହ୍ନ ଘେନିବା ଉଚିତ। Viz kapitolaଓଡିଆ ବାଇବେଲ10 ଏଥିପାଇଁ ଦୂତମାନଙ୍କ ସକାଶେ ସ୍ତ୍ରୀର ଆପଣା ମସ୍ତକରେ ଅଧିକାରର ଚିହ୍ନ ଘେନିବା ଉଚିତ । Viz kapitolaପବିତ୍ର ବାଇବଲ (CL) NT (BSI)10 ଏହାର ନିଦର୍ଶନ ସ୍ୱରୂପେ ଓ ସ୍ୱର୍ଗଦୂତମାନଙ୍କ ହେତୁ ନାରୀ ମସ୍ତକ ଆଚ୍ଛାଦନ କରିବା ଉଚିତ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଥିପାଇଁ ଦୂତମାନଙ୍କ ସକାଶେ ସ୍ତ୍ରୀର ଆପଣା ମସ୍ତକରେ ଅଧିକାରର ଚିହ୍ନ ଘେନିବା ଉଚିତ। Viz kapitola |