୧ କରିନ୍ଥୀୟ 11:13 - ପବିତ୍ର ବାଇବଲ13 ଜଣେ ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରି ପରମେଶ୍ୱରଙ୍କୁ ପ୍ରାର୍ଥନା କରିବା କ’ଣ ଉଚିତ୍ କି? ଏହା ତୁମ୍ଭେମାନେ ନିଜେ ନିର୍ଣ୍ଣୟ କର। Viz kapitolaପବିତ୍ର ବାଇବଲ (Re-edited) - (BSI)13 ତୁମ୍ଭେମାନେ ନିଜେ ନିଜେ ବିଚାର କର, ମସ୍ତକ ଆଚ୍ଛାଦନ ନ କରି ଈଶ୍ଵରଙ୍କ ନିକଟରେ ପ୍ରାର୍ଥନା କରିବା ସ୍ତ୍ରୀ ପକ୍ଷରେ କଅଣ ଉପଯୁକ୍ତ? Viz kapitolaଓଡିଆ ବାଇବେଲ13 ତୁମ୍ଭେମାନେ ନିଜେ ନିଜେ ବିଚାର କର, ମସ୍ତକ ଆଚ୍ଛାଦନ ନ କରି ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିବା ସ୍ତ୍ରୀ ପକ୍ଷରେ କ'ଣ ଉପଯୁକ୍ତ ? Viz kapitolaପବିତ୍ର ବାଇବଲ (CL) NT (BSI)13 ତୁମ୍ଭେମାନେ ନିଜେ ବିବେଚନା କର। ସର୍ବସାଧାରଣ ଉପାସନାରେ ଅନାବୃତ ମସ୍ତକରେ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିବା, କ’ଣ ନାରୀ ପାଇଁ ଶୋଭନୀୟ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତୁମ୍ଭେମାନେ ନିଜେ ନିଜେ ବିଚାର କର, ମସ୍ତକ ଆଚ୍ଛାଦନ ନ କରି ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରିବା ସ୍ତ୍ରୀ ପକ୍ଷରେ କଅଣ ଉପଯୁକ୍ତ? Viz kapitola |