Online Bible

- Reklamy -




୧ କରିନ୍ଥୀୟ 11:18 - ପବିତ୍ର ବାଇବଲ

18 ପ୍ରଥମେ ମୁଁ ଶୁଣିଛି ଯେ, ତୁମ୍ଭେମାନେ ମଣ୍ଡଳୀ ସଭାରେ ସମବେତ ହେଲାବେଳେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ଘଟେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 କାରଣ ପ୍ରଥମରେ ମୁଁ ଶୁଣୁଅଛି ଯେ, ମଣ୍ତଳୀ ସ୍ଵରୂପେ ତୁମ୍ଭମାନଙ୍କର ସମାଗମ ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ଘଟିଥାଏ, ଆଉ ମୁଁ କେତେ ପରିମାଣରେ ଏହା ବିଶ୍ଵାସ କରୁଅଛି।

Viz kapitola kopírovat

ଓଡିଆ ବାଇବେଲ

18 କାରଣ ପ୍ରଥମରେ ମୁଁ ଶୁଣୁଅଛି ଯେ, ମଣ୍ଡଳୀ ସ୍ୱରୂପେ ତୁମ୍ଭମାନଙ୍କର ସମାଗମ ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ଘଟିଥାଏ, ଆଉ ମୁଁ କେତେ ପରିମାଣରେ ଏହା ବିଶ୍ୱାସ କରୁଅଛି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

18 ପ୍ରଥମତଃ, ମୁଁ ଖବର ପାଇଛି ଯେ, ଉପାସନାଳୟରେ ଏକ୍ରତିତ ହେଲାବେଳେ ତୁମ୍ଭମାନଙ୍କ ମଧ୍ୟରେ ଦଳ ଭେଦ ସୃଷ୍ଟି ହେଉଛି। ଏହା ଆଂଶିକ ଭାବରେ ସତ୍ୟ ବୋଲି ମୋର ବିଶ୍ୱାସ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 କାରଣ ପ୍ରଥମରେ ମୁଁ ଶୁଣୁଅଛି ଯେ, ମଣ୍ଡଳୀ ସ୍ୱରୂପେ ତୁମ୍ଭମାନଙ୍କର ସମାଗମ ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ଘଟିଥାଏ, ଆଉ ମୁଁ କେତେ ପରିମାଣରେ ଏହା ବିଶ୍ୱାସ କରୁଅଛି।

Viz kapitola kopírovat




୧ କରିନ୍ଥୀୟ 11:18

Následuj nás:

Reklamy


Reklamy