Online Bible

- Reklamy -




୧ କରିନ୍ଥୀୟ 11:19 - ପବିତ୍ର ବାଇବଲ

19 କେତେକାଂଶରେ ମୁଁ ଏହାକୁ ବିଶ୍ୱାସ କରେ। ତୁମ୍ଭମାନଙ୍କ ମଧ୍ୟରେ ମତଭେଦ ହେବା ଆବଶ୍ୟକ କାରଣ ଏହା ଦ୍ୱାରା ଯେଉଁମାନଙ୍କ ମତ ଠିକ୍ ତାହା ସ୍ପଷ୍ଟ ରୂପେ ଜଣାଯିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ଯେପରି ତୁମ୍ଭମାନଙ୍କ ମଧ୍ୟରେ ପରୀକ୍ଷାସିଦ୍ଧ ଲୋକମାନେ ପ୍ରକାଶିତ ହୁଅନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ତ ଦଳଭେଦ ନିଶ୍ଚୟ ଘଟିବ।

Viz kapitola kopírovat

ଓଡିଆ ବାଇବେଲ

19 ଯେପରି ତୁମ୍ଭମାନଙ୍କ ମଧ୍ୟରେ ପରୀକ୍ଷାସିଦ୍ଧ ଲୋକମାନେ ପ୍ରକାଶିତ ହୁଅନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ତ ଦଳଭେଦ ନିଶ୍ଚୟ ଘଟିବ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

19 (ଅବଶ୍ୟ ତୁମ୍ଭମାନଙ୍କ ମଧ୍ୟରେ ଦଳ ଭେଦ ଘଟିବ ଏବଂ ଏହି ସଂଘର୍ଷ ଫଳରେ କେଉଁମାନଙ୍କର ମତ ଯଥାର୍ଥ, ଜଣାପଡ଼ିବ।)

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଯେପରି ତୁମ୍ଭମାନଙ୍କ ମଧ୍ୟରେ ପରୀକ୍ଷାସିଦ୍ଧ ଲୋକମାନେ ପ୍ରକାଶିତ ହୁଅନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ତ ଦଳଭେଦ ନିଶ୍ଚୟ ଘଟିବ।

Viz kapitola kopírovat




୧ କରିନ୍ଥୀୟ 11:19

Následuj nás:

Reklamy


Reklamy