Online Bible

- Reklamy -




୧ କରିନ୍ଥୀୟ 11:21 - ପବିତ୍ର ବାଇବଲ

21 କାରଣ ତୁମ୍ଭେମାନେ ଖାଇଲା ବେଳେ ଅନ୍ୟମାନଙ୍କ ପାଇଁ ଅପେକ୍ଷା ନ କରି ନିଜ ନିଜର ଭୋଜ ଖାଅ। ଫଳତଃ, କେହି କେହି ଯଥେଷ୍ଟ ଖାଇବା ଓ ପିଇବାକୁ ପାଆନ୍ତି ନାହିଁ, ଅପରପକ୍ଷରେ ଅନ୍ୟମାନେ ଅତ୍ୟଧିକ ଖାଇପିଇ ମାତାଲ ହୋଇଯା’ନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 କାରଣ ଭୋଜନ ସମୟରେ ପ୍ରତ୍ୟେକ ଜଣ ଅନ୍ୟର ଅପେକ୍ଷା ନ କରି ଆପଣା ଆହାର ଭୋଜନ କରେ, ସେଥିପାଇଁ ଜଣେ କ୍ଷୁଧାରେ ରହେ ଓ ଅନ୍ୟ ଜଣେ ମାତାଲ୍ ହୁଏ।

Viz kapitola kopírovat

ଓଡିଆ ବାଇବେଲ

21 କାରଣ ଭୋଜନ ସମୟରେ ପ୍ରତ୍ୟେକ ଜଣ ଅନ୍ୟର ଅପେକ୍ଷା ନ କରି ଆପଣା ଆହାର ଭୋଜନ କରେ, ସେଥିପାଇଁ ଜଣେ କ୍ଷୁଧାରେ ରହେ ଓ ଅନ୍ୟ ଜଣେ ମାତାଲ ହୁଏ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

21 କାରଣ ସେତେବେଳେ ତୁମ୍ଭେମାନେ ପ୍ରତ୍ୟେକେ ନିଜ ନିଜ ଆହାର ଭୋଜନ କରିବାରେ ବ୍ୟସ୍ତ ଥାଅ। ଫଳରେ ଜଣେ କ୍ଷୁଧାର୍ତ୍ତ ଥିଲାବେଳେ, ଅନ୍ୟ ଜଣେ ମାତାଲ ହୋଇ ପଡ଼େ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 କାରଣ ଭୋଜନ ସମୟରେ ପ୍ରତ୍ୟେକ ଜଣ ଅନ୍ୟର ଅପେକ୍ଷା ନ କରି ଆପଣା ଆହାର ଭୋଜନ କରେ, ସେଥିପାଇଁ ଜଣେ କ୍ଷୁଧାରେ ରହେ ଓ ଅନ୍ୟ ଜଣେ ମାତାଲ ହୁଏ।

Viz kapitola kopírovat




୧ କରିନ୍ଥୀୟ 11:21

Následuj nás:

Reklamy


Reklamy