୧ କରିନ୍ଥୀୟ 11:24 - ପବିତ୍ର ବାଇବଲ24 ତା'ପରେ ସେହି ରୋଟୀକୁ ଛିଣ୍ଡାଇ ସେ କହିଲେ: “ଏହା ତୁମ୍ଭମାନଙ୍କ ନିମନ୍ତେ ମୋର ଶରୀର। ମୋତେ ସ୍ମରଣ କରିବା ପାଇଁ ତୁମ୍ଭେମାନେ ଏହା କର।” Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏହା ତୁମ୍ଭମାନଙ୍କ ନିମନ୍ତେ ମୋହର ଶରୀର; ମୋତେ ସ୍ମରଣ କରିବା ନିମନ୍ତେ ଏହା କର। Viz kapitolaଓଡିଆ ବାଇବେଲ24 ଏହା ତୁମ୍ଭମାନଙ୍କ ନିମନ୍ତେ ମୋହର ଶରୀର; ମୋତେ ସ୍ମରଣ କରିବା ନିମନ୍ତେ ଏହା କର । Viz kapitolaପବିତ୍ର ବାଇବଲ (CL) NT (BSI)24 ତାହା ଭାଙ୍ଗି କହିଲେ, “ଏହି ହେଉଛି ତୁମ୍ଭମାନଙ୍କ ନିମନ୍ତେ ଉଦ୍ଦିଷ୍ଟ ମୋର ଶରୀର। ମୋତେ ସ୍ମରଣ କରିବା ପାଇଁ ଏହା କର।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 “ଏହା ତୁମ୍ଭମାନଙ୍କ ନିମନ୍ତେ ମୋହର ଶରୀର; ମୋତେ ସ୍ମରଣ କରିବା ନିମନ୍ତେ ଏହା କର।” Viz kapitola |