Online Bible

- Reklamy -




୧ କରିନ୍ଥୀୟ 11:28 - ପବିତ୍ର ବାଇବଲ

28 ପ୍ରତ୍ୟେକଲୋକ ରୋଟୀ ଖାଇବା ପୂର୍ବରୁ ଓ ପିଆଲାରୁ ପିଇବା ପୂର୍ବରୁ ନିଜ ହୃଦୟକୁ ପରୀକ୍ଷା କରିନେବା ଦରକାର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 କିନ୍ତୁ ମନୁଷ୍ୟ ଆପଣାକୁ ପରୀକ୍ଷା କରୁ, ଆଉ ସେହିପରିଭାବେ ଏହି ରୋଟୀ ଭୋଜନ କରୁ ଓ ଏହି ପାତ୍ରରୁ ପାନ କରୁ।

Viz kapitola kopírovat

ଓଡିଆ ବାଇବେଲ

28 କିନ୍ତୁ ମନୁଷ୍ୟ ଆପଣାକୁ ପରୀକ୍ଷା କରୁ, ଆଉ ସେହିପରି ଭାବେ ଏହି ରୁଟି ଭୋଜନ କରୁ ଓ ଏହି ପାତ୍ରରୁ ପାନ କରୁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

28 ତେଣୁ ଏହି ରୋଟୀ ଭୋଜନ କରିବା ପୂର୍ବରୁ ଓ ପାନପାତ୍ରରୁ ପାନ କରିବା ପୂର୍ବରୁ ପ୍ରତ୍ୟେକେ ଆତ୍ମପରୀକ୍ଷା କରନ୍ତୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 କିନ୍ତୁ ମନୁଷ୍ୟ ଆପଣାକୁ ପରୀକ୍ଷା କରୁ, ଆଉ ସେହିପରି ଭାବେ ଏହି ରୁଟି ଭୋଜନ କରୁ ଓ ଏହି ପାତ୍ରରୁ ପାନ କରୁ।

Viz kapitola kopírovat




୧ କରିନ୍ଥୀୟ 11:28

Následuj nás:

Reklamy


Reklamy