Online Bible

- Reklamy -




୧ କରିନ୍ଥୀୟ 11:29 - ପବିତ୍ର ବାଇବଲ

29 ଯଦି ଜଣେ ପ୍ରଭୁଙ୍କ ଶରୀରକୁ ବିଶେଷ ନ ମଣି ଏହି ରୋଟୀକୁ ଖାଏ ଓ ଏହି ପିଆଲାରୁ ପିଏ, ତା'ହେଲେ ସେ ଏହା ଖାଇବା ଓ ପିଇବା ଦ୍ୱାରା ଦୋଷୀ ସାବ୍ୟସ୍ତ ହୁଏ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 କାରଣ ଯେ ପ୍ରଭୁଙ୍କ ଶରୀରକୁ ବିଶେଷ ନ ମଣି ଭୋଜନ କରେ ଓ ପାନ କରେ, ସେ ଆପଣା ଦଣ୍ତ ନିମନ୍ତେ ଭୋଜନ କରେ ଓ ପାନ କରେ।

Viz kapitola kopírovat

ଓଡିଆ ବାଇବେଲ

29 କାରଣ ଯେ ପ୍ରଭୁଙ୍କ ଶରୀରକୁ ବିଶେଷ ନ ଜାଣି ଭୋଜନ କରେ ଓ ପାନ କରେ, ସେ ଆପଣା ଦଣ୍ଡ ନିମନ୍ତେ ଭୋଜନ କରେ ଓ ପାନ କରେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

29 କାରଣ ଯେଉଁ ବ୍ୟକ୍ତି ପ୍ରଭୁଙ୍କ ଶରୀରର ପ୍ରକୃତ ଅର୍ଥ ନ ବୁଝି ଭୋଜନ କରେ ଓ ପାନ କରେ, ସେ ନିଶ୍ଚୟ ଦଣ୍ଡନୀୟ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 କାରଣ ଯେ ପ୍ରଭୁଙ୍କ ଶରୀରକୁ ବିଶେଷ ନ ଜାଣି ଭୋଜନ କରେ ଓ ପାନ କରେ, ସେ ଆପଣା ଦଣ୍ଡ ନିମନ୍ତେ ଭୋଜନ କରେ ଓ ପାନ କରେ।

Viz kapitola kopírovat




୧ କରିନ୍ଥୀୟ 11:29

Následuj nás:

Reklamy


Reklamy