୧ କରିନ୍ଥୀୟ 11:3 - ପବିତ୍ର ବାଇବଲ3 ମୁଁ ତୁମ୍ଭମାନଙ୍କୁ ଏହା ବୁଝାଇବା ପାଇଁ ଇଚ୍ଛା କରେ: ପ୍ରତ୍ୟେକ ପୁରୁଷଲୋକର ମସ୍ତକ ହେଉଛନ୍ତି ଖ୍ରୀଷ୍ଟ, ସ୍ତ୍ରୀଲୋକର ମସ୍ତକ ହେଉଛନ୍ତି ପୁରୁଷ ଓ ଖ୍ରୀଷ୍ଟଙ୍କର ମସ୍ତକ ହେଉଛନ୍ତି ପରମେଶ୍ୱର। Viz kapitolaପବିତ୍ର ବାଇବଲ (Re-edited) - (BSI)3 କିନ୍ତୁ ଖ୍ରୀଷ୍ଟ ଯେ ପ୍ରତ୍ୟେକ ପୁରୁଷର ମସ୍ତକସ୍ଵରୂପ ଏବଂ ପୁରୁଷ ଯେ ସ୍ତ୍ରୀର ମସ୍ତକ ସ୍ଵରୂପ ଓ ଈଶ୍ଵର ଯେ ଖ୍ରୀଷ୍ଟଙ୍କର ମସ୍ତକ ସ୍ଵରୂପ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା। Viz kapitolaଓଡିଆ ବାଇବେଲ3 କିନ୍ତୁ ଖ୍ରୀଷ୍ଟ ଯେ ପ୍ରତ୍ୟେକ ପୁରୁଷର ମସ୍ତକ ସ୍ୱରୂପ ଏବଂ ପୁରୁଷ ଯେ ସ୍ତ୍ରୀର ମସ୍ତକ ସ୍ୱରୂପ ଓ ଈଶ୍ୱର ଯେ ଖ୍ରୀଷ୍ଟଙ୍କର ମସ୍ତକ ସ୍ୱରୂପ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା । Viz kapitolaପବିତ୍ର ବାଇବଲ (CL) NT (BSI)3 ମୁଁ ତୁମ୍ଭମାନଙ୍କୁ ବୁଝାଇ ଦେବାକୁ ଚାହେଁ ଯେ, ଖ୍ରୀଷ୍ଟ ପ୍ରତ୍ୟେକ ପୁରୁଷର ମସ୍ତକ ସ୍ୱରୂପ, ସ୍ୱାମୀ ସ୍ତ୍ରୀର ମସ୍ତକ ସ୍ୱରୂପ ଓ ଈଶ୍ୱର ଖ୍ରୀଷ୍ଟଙ୍କ ମସ୍ତକ ସ୍ୱରୂପ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କିନ୍ତୁ ଖ୍ରୀଷ୍ଟ ଯେ ପ୍ରତ୍ୟେକ ପୁରୁଷର ମସ୍ତକ ସ୍ୱରୂପ ଏବଂ ପୁରୁଷ ଯେ ସ୍ତ୍ରୀର ମସ୍ତକ ସ୍ୱରୂପ ଓ ଈଶ୍ବର ଯେ ଖ୍ରୀଷ୍ଟଙ୍କର ମସ୍ତକ ସ୍ୱରୂପ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା। Viz kapitola |