୧ କରିନ୍ଥୀୟ 11:32 - ପବିତ୍ର ବାଇବଲ32 ପ୍ରଭୁ ଯେତେବେଳେ ଆମ୍ଭର ବିଗ୍ଭର କରନ୍ତି, ସେ ଠିକ୍ ବାଟ ଦେଖାଇବା ଲାଗି ଆମ୍ଭ ପ୍ରତି ଦଣ୍ଡ ବିଧାନ କରନ୍ତି। ଆମ୍ଭେ ଯେପରି ଜଗତର ଅବଶିଷ୍ଟ ଲୋକମାନଙ୍କ ସହିତ ଦଣ୍ଡାଜ୍ଞା ପାଇବୁ ନାହିଁ, ସେଥିଲାଗି ସେ ଏପରି କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)32 ଆଉ, ଜଗତ ସହିତ ଯେପରି ଦଣ୍ତାଜ୍ଞା ପ୍ରାପ୍ତ ନ ହେଉ, ଏଥିନିମନ୍ତେ ପ୍ରଭୁଙ୍କ ଦ୍ଵାରା ବିଚାରିତ ହୋଇ ଆମ୍ଭେମାନେ ଶାସ୍ତି ଭୋଗ କରୁଅଛୁ। Viz kapitolaଓଡିଆ ବାଇବେଲ32 ଆଉ, ଜଗତ ସହିତ ଯେପରି ଦଣ୍ଡାଜ୍ଞା ପ୍ରାପ୍ତ ନ ହେଉ, ଏଥି ନିମନ୍ତେ ପ୍ରଭୁଙ୍କ ଦ୍ୱାରା ବିଚାରିତ ହୋଇ ଆମ୍ଭେମାନେ ଶାସ୍ତି ଭୋଗ କରୁଅଛୁ । Viz kapitolaପବିତ୍ର ବାଇବଲ (CL) NT (BSI)32 କିନ୍ତୁ ଜଗତର ଅନ୍ତିମ ଦଣ୍ଡରୁ ଆମକୁ ରକ୍ଷା କରିବା ପାଇଁ ଈଶ୍ୱର ଆମକୁ କ୍ଲେଶ ଦେଇ ସଂଶୋଧନ କରୁଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଆଉ, ଜଗତ ସହିତ ଯେପରି ଦଣ୍ଡାଜ୍ଞା ପ୍ରାପ୍ତ ନ ହେଉ, ଏଥିନିମନ୍ତେ ପ୍ରଭୁଙ୍କ ଦ୍ୱାରା ବିଚାରିତ ହୋଇ ଆମ୍ଭେମାନେ ଶାସ୍ତି ଭୋଗ କରୁଅଛୁ। Viz kapitola |