୧ କରିନ୍ଥୀୟ 11:33 - ପବିତ୍ର ବାଇବଲ33 ଅତଏବ, ହେ ଭାଇ ଓ ଭଉଣୀମାନେ ଯେତେବେଳେ ଭୋଜନ କରିବା ପାଇଁ ତୁମ୍ଭେମାନେ ଏକାଠି ଆସିଛ, ପରସ୍ପର ଏକଆରେକ ଲାଗି ଅପେକ୍ଷା କର। Viz kapitolaପବିତ୍ର ବାଇବଲ (Re-edited) - (BSI)33 ଅତଏବ, ମୋହର ଭାଇମାନେ, ତୁମ୍ଭେମାନେ ଭୋଜନ କରିବା ନିମନ୍ତେ ସମବେତ ହେବା ସମୟରେ ପରସ୍ପର ପାଇଁ ଅପେକ୍ଷା କର। Viz kapitolaଓଡିଆ ବାଇବେଲ33 ଅତଏବ, ମୋହର ଭାଇମାନେ, ତୁମ୍ଭେମାନେ ଭୋଜନ କରିବା ନିମନ୍ତେ ସମବେତ ହେବା ସମୟରେ ପରସ୍ପର ପାଇଁ ଅପେକ୍ଷା କର । Viz kapitolaପବିତ୍ର ବାଇବଲ (CL) NT (BSI)33 ସୁତରାଂ ବନ୍ଧୁଗଣ, ତୁମେମାନେ ପ୍ରଭୁଭୋଜ ନିମନ୍ତେ ସମବେତ ହେବା ସମୟରେ ପରସ୍ପର ପାଇଁ ଅପେକ୍ଷା କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଅତଏବ, ମୋହର ଭାଇମାନେ, ତୁମ୍ଭେମାନେ ଭୋଜନ କରିବା ନିମନ୍ତେ ସମବେତ ହେବା ସମୟରେ ପରସ୍ପର ପାଇଁ ଅପେକ୍ଷା କର। Viz kapitola |