୧ କରିନ୍ଥୀୟ 11:7 - ପବିତ୍ର ବାଇବଲ7 କିନ୍ତୁ ଜଣେ ପୁରୁଷ ନିଜର ମସ୍ତକ ଆଚ୍ଛାଦନ କରିବା ଅନୁଚିତ୍, କାରଣ ସେ ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସୃଷ୍ଟି ତାହାଙ୍କର ଗୌରବ ଅଟେ। କିନ୍ତୁ ଜଣେ ସ୍ତ୍ରୀ ପୁରୁଷର ଗୌରବ ସ୍ୱରୂପ ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୁରୁଷ ଈଶ୍ଵରଙ୍କ ପ୍ରତିମୂର୍ତ୍ତି ଓ ଗୌରବ ସ୍ଵରୂପ ହେବାରୁ ପ୍ରକୃତରେ ତାʼର ମସ୍ତକ ଆଚ୍ଛାଦନ କରିବା ଉଚିତ ନୁହେଁ, କିନ୍ତୁ ସ୍ତ୍ରୀ ପୁରୁଷର ଗୌରବ ସ୍ଵରୂପ। Viz kapitolaଓଡିଆ ବାଇବେଲ7 ପୁରୁଷ ଈଶ୍ୱରଙ୍କ ପ୍ରତିମୂର୍ତ୍ତି ଓ ଗୌରବ ସ୍ୱରୂପ ହେବାରୁ ପ୍ରକୃତରେ ତା'ର ମସ୍ତକ ଆଚ୍ଛାଦନ କରିବା ଉଚିତ ନୁହେଁ, କିନ୍ତୁ ସ୍ତ୍ରୀ ପୁରୁଷର ଗୌରବ ସ୍ୱରୂପ । Viz kapitolaପବିତ୍ର ବାଇବଲ (CL) NT (BSI)7 ପୁରୁଷର ମସ୍ତକ ଆଚ୍ଛାଦନ କରିବା ଦରକାର ନାହିଁ, କାରଣ ଈଶ୍ୱରଙ୍କ ସାଦୃଶ୍ୟ ଓ ମହିମା ତା’ଠାରେ ପ୍ରତିଫଳିତ। କିନ୍ତୁ ନାରୀଠାରେ ପୁରୁଷର ମହିମା ପ୍ରତିଫଳିତ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁରୁଷ ଈଶ୍ବରଙ୍କ ପ୍ରତିମୂର୍ତ୍ତି ଓ ଗୌରବ ସ୍ୱରୂପ ହେବାରୁ ପ୍ରକୃତରେ ତାହାର ମସ୍ତକ ଆଚ୍ଛାଦନ କରିବା ଉଚିତ୍ ନୁହେଁ, କିନ୍ତୁ ସ୍ତ୍ରୀ ପୁରୁଷର ଗୌରବ ସ୍ୱରୂପ। Viz kapitola |