୧ କରିନ୍ଥୀୟ 12:1 - ପବିତ୍ର ବାଇବଲ1 ଭାଇ ଓ ଭଉଣୀମାନେ! ଆତ୍ମିକ ଦାନଗୁଡ଼ିକ ବିଷୟରେ ମୁଁ ତୁମ୍ଭମାନଙ୍କୁ ବୁଝାଇବାକୁ ଇଚ୍ଛା କରୁଛି। Viz kapitolaପବିତ୍ର ବାଇବଲ (Re-edited) - (BSI)1 ହେ ଭାଇମାନେ, ଆତ୍ମିକ ଦାନ ସମ୍ଵନ୍ଧରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ। Viz kapitolaଓଡିଆ ବାଇବେଲ1 ହେ ଭାଇମାନେ, ଆତ୍ମିକ ଦାନ ସମ୍ବନ୍ଧରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ । Viz kapitolaପବିତ୍ର ବାଇବଲ (CL) NT (BSI)1 ଭାଇମାନେ, ପବିତ୍ରଆତ୍ମାଙ୍କ ଦାନସମୂହ ବିଷୟରେ ମୁଁ ତୁମ୍ଭମାନଙ୍କୁ ପ୍ରକୃତ ସତ୍ୟ ଜଣାଇବାକୁ ଚାହେଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ଭାଇମାନେ, ଆତ୍ମିକ ଦାନ ସମ୍ବନ୍ଧରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ। Viz kapitola |