୧ କରିନ୍ଥୀୟ 12:11 - ପବିତ୍ର ବାଇବଲ11 ସେହି ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ଏହି ସମସ୍ତ କାର୍ଯ୍ୟ କରନ୍ତି। ସେହି ଆତ୍ମା ପ୍ରତ୍ୟେକ ବ୍ୟକ୍ତିଙ୍କୁ କ’ଣ ଦିଆଯିବ, ତାହା ସ୍ଥିର କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)11 କିନ୍ତୁ ସେ ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ପ୍ରତ୍ୟେକ ଜଣକୁ ପୃଥକ୍ ପୃଥକ୍ ରୂପେ ଦାନ ବିତରଣ କରି ଏହିସମସ୍ତ କର୍ମ ସାଧନ କରନ୍ତି। Viz kapitolaଓଡିଆ ବାଇବେଲ11 କିନ୍ତୁ ସେ ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ପ୍ରତ୍ୟେକ ଜଣକୁ ଭିନ୍ନ ଭିନ୍ନ ରୂପେ ଦାନ ବିତରଣ କରି ଏହି ସମସ୍ତ କର୍ମ ସାଧନ କରନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)11 କିନ୍ତୁ ଏସବୁ ସେହି ଏକ ଆତ୍ମା ହିଁ କରିଥା’ନ୍ତି। ସେ ନିଜର ଇଚ୍ଛା ଅନୁସାରେ ପ୍ରତ୍ୟେକ ବ୍ୟକ୍ତିକୁ ବିଭିନ୍ନ ବିଷୟ ଦାନ କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କିନ୍ତୁ ସେ ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ପ୍ରତ୍ୟେକ ଜଣକୁ ଭିନ୍ନ ଭିନ୍ନ ରୂପେ ଦାନ ବିତରଣ କରି ଏହି ସମସ୍ତ କର୍ମ ସାଧନ କରନ୍ତି। Viz kapitola |