Online Bible

- Reklamy -




୧ କରିନ୍ଥୀୟ 12:13 - ପବିତ୍ର ବାଇବଲ

13 ଆମ୍ଭ ଭିତରୁ କେତେକ ହେଉଛୁ ଯିହୂଦୀ, କେତେକ ଅଣଯିହୂଦୀ, ଆମ୍ଭ ଭିତରୁ କେତେକ କ୍ରୀତଦାସ ଓ କେତେକ ସ୍ୱାଧୀନ। କିନ୍ତୁ ଆମ୍ଭେମାନେ ସମସ୍ତେ ଗୋଟିଏ ଆତ୍ମା ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ପ୍ରାପ୍ତ ହୋଇ ଅଛୁ। ଆମ୍ଭ ସମସ୍ତଙ୍କୁ ଗୋଟିଏ ଆତ୍ମା ମଧ୍ୟ ପ୍ରଦାନ କରାଯାଇଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଯେଣୁ ଆମ୍ଭେମାନେ ଯିହୁଦୀ ହେଉ ବା ଗ୍ରୀକ୍ ହେଉ, ଦାସ ହେଉ ବା ସ୍ଵାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ଵାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛୁ।

Viz kapitola kopírovat

ଓଡିଆ ବାଇବେଲ

13 ଯେଣୁ ଆମ୍ଭେମାନେ ଯିହୂଦୀ ହେଉ ବା ଗ୍ରୀକ୍‍ ହେଉ, ଦାସ ହେଉ ବା ସ୍ୱାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

13 ସେହିପରି ଇହୁଦୀ, ଅଣଇହୁଦୀ, କ୍ରୀତଦାସ ଓ ସ୍ୱାଧୀନ ନାଗରିକ ନିର୍ବିଶେଷରେ ଆମେ ସମସ୍ତେ ଏକ ଆତ୍ମାଙ୍କ କର୍ତ୍ତୃକ ଜଳଦୀକ୍ଷାରେ ଦୀକ୍ଷିତ ହୋଇ ସେହି ଏକ ଶରୀରରେ ଅନ୍ତର୍ଭୁକ୍ତ ହୋଇଅଛୁ, ଏକ ଆତ୍ମାଙ୍କୁ ପାନ କରିଛୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଯେଣୁ ଆମ୍ଭେମାନେ ଯିହୁଦୀ ହେଉ ବା ଗ୍ରୀକ୍‍ ହେଉ, ଦାସ ହେଉ ବା ସ୍ୱାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛୁ।

Viz kapitola kopírovat




୧ କରିନ୍ଥୀୟ 12:13

Následuj nás:

Reklamy


Reklamy