Online Bible

- Reklamy -




୧ କରିନ୍ଥୀୟ 12:17 - ପବିତ୍ର ବାଇବଲ

17 ସମ୍ପୂର୍ଣ୍ଣ ଶରୀର ଗୋଟିଏ ଆଖି ଦେଇଥା’ନ୍ତା, ତେବେ ସେ ଶରୀର ଶୁଣିପାରନ୍ତା କିପରି? ଯଦି ସମ୍ପୂର୍ଣ୍ଣ ଶରୀରଟି ଗୋଟିଏ କାନ ହୋଇଥା’ନ୍ତା ତା'ହେଲେ ଶରୀର ଶୁଙ୍ଘିବା ପାଇଁ ସମର୍ଥ ହୁଅନ୍ତା କିପରି?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ସମସ୍ତ ଶରୀର ଯଦି ଚକ୍ଷୁ ହୁଏ, ତେବେ ଶ୍ରବଣ କେଉଁଠାରେ? ସମସ୍ତ ଶରୀର ଯଦି କର୍ଣ୍ଣ ହୁଏ, ତେବେ ଆଘ୍ରାଣ କେଉଁଠାରେ?

Viz kapitola kopírovat

ଓଡିଆ ବାଇବେଲ

17 ସମସ୍ତ ଶରୀର ଯଦି ଚକ୍ଷୁ ହୁଏ, ତେବେ ଶ୍ରବଣ କେଉଁଠାରେ ? ସମସ୍ତ ଶରୀର ଯଦି କର୍ଣ୍ଣ ହୁଏ, ତେବେ ଶୁଘିଂବା କେଉଁଠାରେ ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ସମସ୍ତ ଶରୀର ଯଦି କେବଳ ଆଖି ହୁଏ, ତେବେ ଶୁଣାଯିବ କିପରି? ପୁଣି ତାହା ଯଦି କେବଳ କାନ ହୁଏ, ତେବେ ଆଘ୍ରାଣ କରାଯିବ କିପରି?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସମସ୍ତ ଶରୀର ଯଦି ଚକ୍ଷୁ ହୁଏ, ତେବେ ଶ୍ରବଣ କେଉଁଠାରେ? ସମସ୍ତ ଶରୀର ଯଦି କର୍ଣ୍ଣ ହୁଏ, ତେବେ ଶୁଂଘିବା କେଉଁଠାରେ?

Viz kapitola kopírovat




୧ କରିନ୍ଥୀୟ 12:17

Následuj nás:

Reklamy


Reklamy